www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୭ଟା-ମୁଖ୍ୟ ଖବର

ଭାଇଭା ଟେକ୍‍ର ପଞ୍ଚମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଭବିଷ୍ୟତର ଯେକୌଣସି ମହାମାରୀରୁ ବିଶ୍ୱକୁ ସୁରକ୍ଷା କବଚ ପ୍ରଦାନ କରିବାର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱାରୋପ

କରୋନା ମହାମାରୀ ସମୟରେ ଡିଜିଟାଲ ପ୍ରଯୁକ୍ତି ଲୋକମାନଙ୍କୁ ସହ୍ୟ କରିବା, ଅନ୍ୟ ସଂହିତ ସଂଯୋଗ ସ୍ଥାପନ କରିବା ଏବଂ ପରସ୍ପରଙ୍କୁ ସମବେଦନା ଜଣାଇବାରେ ବିଶେଷ ସହାୟକ ହୋଇଛି: ପ୍ରଧାନମନ୍ତ୍ରୀ

ଆମ ବିଶ୍ୱ ଏବେ ସମ୍ମୁଖୀନ ହେଉଥିବା ଚାଲେଞ୍ଜଗୁଡ଼ିକୁ ସାମୂହିକ ମନୋଭାବ ଏବଂ ମାନବ କୈନ୍ଦ୍ରିକ ଆଭିମୁଖ୍ୟ ଜରିଆରେ ମୁକାବିଲା କରାଯାଇପାରିବ: ପ୍ରଧାନମନ୍ତ୍ରୀ

କରୋନା ମହାମାରୀ କେବଳ ଆମର ସହନଶୀଳତାର ଏକ ପରୀକ୍ଷା ନୁହେଁ, ଅପରନ୍ତୁ ଆମର ଚିନ୍ତନର ମଧ୍ୟ ଏହା ଏକ ମହା ପରୀକ୍ଷା ଯଦ୍ୱାରା ଆମେ ଭବିଷ୍ୟତ ପାଇଁ କେତେ ସମାବେଶୀ, ଯତ୍ନଶୀୟ ଓ ପୋଷଣୀୟ ବିକାଶ କରିପାରିବା :ପ୍ରଧାନମନ୍ତ୍ରୀ

ଭାରତ ହେଉଛି ବିଶ୍ୱର ସର୍ବାଧିକ ଷ୍ଟାର୍ଟ ଅପ୍‍ ଇକୋ ସିଷ୍ଟମର ଭୂମି, ଅଭିନବତ୍ୱ ସୃଷ୍ଟିକାରୀ ଏବଂ ନିବେଶକମାନେ ଯାହା ଚାହାନ୍ତି ସେସବୁ ଭାରତରେ ମହଜୁଦ ରହିଛି: ପ୍ରଧାନମନ୍ତ୍ରୀ

– ରାଜ୍ୟରେ ଜୁଲାଇ ୧ ତାରିଖ ସକାଳ ୫ଟା ଯାଏଁ ଆଂଶିକ ତାଲାବନ୍ଦ ଜାରି

– ସମସ୍ତ ଜିଲାରେ ତାଲାବନ୍ଦ ଆଂଶିକ ଭାବେ ୧୪ ଦିନ ପାଇଁ କୋହଳ ଘୋଷଣା ; ଜୁଲାଇ ୧ ସକାଳ ୫ଟା ଯାଏଁ ଏହି ତାଲାବନ୍ଦ ଲାଗୁ

–ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡା ଜିଲ୍ଲାରେ ସକାଳ ୬ଟାରୁ ୫ଟା ଯାଏଁ ଦୋକାନ ଖୋଲା ରହିବ, ମଲ୍‍, ଜିମ,ସେଲୁନ,ସ୍ପା ଆଦି ପୂର୍ବପରି ବନ୍ଦ ରହିବ

–ଖୋର୍ଦ୍ଧା, ନୟାଗଡ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କଟକ, ପୁରୀ, ବାଲେଶ୍ୱର ଜିଲାରେ ସକାଳ ୬ ରୁ ଦିନ ୧ଟା ଯାଏଁ ଦୋକାନ ଖୋଲା ; ଏଠାରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବ

–ଉଠା ଦୋକାନୀ ରାସ୍ତାକଡ଼ରେ ଖାଦ୍ୟ ଜିନିଷ ବିକ୍ରି କରିପାରିବେ

–ପୂର୍ବଭଳି ସପ୍ତାହନ୍ତ ସଟଡାଉନ ସମସ୍ତ ଜିଲାରେ ଜାରି

–ଦେଶରେ ଚାଲିଥିବା ବିଶ୍ୱର ସର୍ବବୃହତ ଟିକାକରଣ ଅଭିଯାନରେ ୨୬ କୋଟି ୧୯ଲକ୍ଷରୁ ଅଧିକ ଟିକା ଦିଆଯାଇଛି

–ରଜର ଶେଷ ଦିନ : ବସୁମତୀ ସ୍ନାନ

–ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ, ସଂଗରୋଧରୁ ୨୦୧୬ ଏବଂ ସ୍ଥାନୀୟ ସଂକ୍ରମିତ ୧୫୧୯

–ରାଜ୍ୟରେ ଗୋଟିଏ ଦିନରେ ୪୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ

–ପୁଲିସ – ମାଓବାଦୀ ମଧ୍ୟରେ ଗୁଳିବିନିମୟ ; ୫ ମାଓବାଦୀ ମୃତ

– ୨ ହଜାର ୫୪୨ ଆକ୍ରାନ୍ତଙ୍କ ମୃତ୍ୟୁ,ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୯,୫୭୩

–ଦିନକରେ ୧,୦୭, ୬୨୮ ଆକ୍ରାନ୍ତ ସୁସ୍ଥ,ମୋଟ ୨,୮୩,୮୮,୧୦୦ ସୁସ୍ଥ; ୮,୬୫,୪୩୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

–୮୦ ଜଣଙ୍କୁ ମାରିବା ପରେ ଧରାପଡିଲା ଓସାମା ବିନ୍‍ ଲାଡେନ ; ସେ କୁଖ୍ୟାତ ଆତଙ୍କି ନୁହେଁ, ଏକ ଭୟାନକ କୁମ୍ଭୀର

–ଇସ୍ରାଏଲ ଦୂତାବାସ ବିସ୍ଫୋରଣ: ୨ ସନ୍ଦିଗ୍ଧଙ୍କ ସିସିଟିଭି ଚିତ୍ର ପ୍ରକାଶ କଲା ଏନଆଇଏ ; ଅଭିଯୁକ୍ତଙ୍କ ସମ୍ପର୍କରେ ସୂଚନା ଦେଲେ ୧୦ ଲକ୍ଷ ପୁରସ୍କାର

–ଟିକା ନେଇସାରି ଅଧଘଣ୍ଟାଏ ବସ ; କୋଭିଡ କାର୍ୟ୍ୟାନ୍ୱୟନ ଦଳର ମୁଖ୍ୟଙ୍କ ପରାମର୍ଶ

–କୋଲ୍‍ ଇଣ୍ଡିଆ ସରକାରଙ୍କୁ ୧୪୨୬ କୋଟି ଟଙ୍କା ଲାଭାଂଶ ଦେବ

–ଗୋଟିଏ ଦିନରେ ସର୍ବାଧିକ ୨୮ଟି ଚାଇନା ସାମରିକ ବିମାନ ତାଇୱାନ ସୀମା ଲଂଘିଲା

–ଗାଜା ଅଞ୍ଚଳରେ ଇସ୍ରାଏଲର ସାନି ଆକ୍ରମଣ ;ଯୁଦ୍ଧ ବିରତି ଘୋଷଣା ପରବର୍ତ୍ତୀ ସମୟରେ ପ୍ରଥମ କ୍ଷେପଣାସ୍ତ୍ର ମାଡ

–୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା କ୍ରିକେଟ ସାମିଲ

–କୋପା ଆମେରିକା ଫୁଟବଲ ଟୁର୍ଣ୍ଣାମେଣ୍ଟ: ପାରାଗୁଏ ବିଜୟୀ, ଆର୍ଜେଣ୍ଟିନା-ଚିଲି ମୁକାବିଲା ୧-୧ରେ ଶେଷ

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories