www.samajalive.in
Sunday, December 7, 2025
16.1 C
Bhubaneswar

ସନ୍ଧ୍ୟା ୭ଟା-ମୁଖ୍ୟ ଖବର

– ଆସନ୍ତାକାଲି ମୋଦୀଙ୍କ ବାରଣାସୀ ଗସ୍ତ, ୧୫୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ସିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ 

-ଦୀର୍ଘ ଏକ ବର୍ଷ ପରେ ବ୍ୟକ୍ତିଗତ ପ୍ରତ୍ୟକ୍ଷ ଉପସ୍ଥିତ ରହି ଆଜି କ୍ୟାବିନେଟ୍‍ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

-କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୧୧ % ମହଙ୍ଗା ଭତ୍ତା ବୃଦ୍ଧି କଲେ ସରକାର, ୧୭ ପ୍ରତିଶତରୁ ୨୮ ପ୍ରତିଶତକୁ ବୃଦ୍ଧି  ପାଇଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ସଂସଦର

-ରାଷ୍ଟ୍ରୀୟ ଆୟୁଷ ମିଶନର ଅବଧି ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି, ବ୍ୟୟ ହେବ ୪୬୦୭ କୋଟି 

ମୌସୁମୀ ଅଧିବେଶନ ପୂର୍ବରୁ ଆସନ୍ତା ରବିବାର ସର୍ବଦଳୀୟ ବୈଠକ ଡାକିଲେ ସରକାର, ୧୯ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ

-ପୀୟୂଷ ଗୋୟଲ ହେଲେ ରାଜ୍ୟସଭାରେ ବିଜେପିର  ସଂସଦୀୟ ଦଳ ନେତା, ଥାୱରଚନ୍ଦ ଗେହଲଟଙ୍କ ସ୍ଥାନ ନେଲେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ

-କାଉଡି ଯାତ୍ରା : ୟୁପି ସରକାରଙ୍କ ନିଷ୍ପତ୍ତି ଉପରେ ସୁପ୍ରିମକୋର୍ଟଙ୍କ ରାୟ ; କେନ୍ଦ୍ରକୁ ମଧ୍ୟ ନୋଟିସ ଜାରି

-ଏସଆଇ ବୈଷୟିକ କମିଟିର ସ୍ୱତନ୍ତ୍ର ଟିମ ପୁରୀରେ ଶ୍ରୀମନ୍ଦିର ଳେଜର ସ୍କାନିଂ କରି ଯାଞ୍ଚ କରିଛନ୍ତି

-ଭୁବନେଶ୍ୱରରୁ ୫୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗର ଜବତ; ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ସହ ୨ ଗିରଫ

ପେଟ୍ରୋଲ, ଡିଜେଲ୍‌, ରନ୍ଧନ ଗ୍ୟାସ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ପ୍ରତିବାସରେ ରାଜ୍ୟ ମହିଳା କଂଗ୍ରେସର ଶୋଭାଯାତ୍ରା ଓ ପ୍ରତିବାଦ

-ଆଜି ଠାରୁ ମିଳିଲା ମହାପ୍ରଭୁଙ୍କ ଆଡପ ଅବଢା

-ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୧୪୭୭୨୯୩୮ ନମୁନା ପରୀକ୍ଷା

-ଓଡ଼ିଶାରେ କରୋନାରୁ ମୋଟ ୯୧୮୦୪୧ ସୁସ୍ଥ

-୨୪ ଘଣ୍ଟାରେ ରାଜ୍ୟରେ ୬୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଖୋର୍ଦ୍ଧାରୁ ସର୍ବାଧିକ ୨୦

-ଗୋଟିଏ ଦିନରେ ଦେଶରେ ଆଉ ୩୮,୭୯୨ କରୋନା ସଂକ୍ରମିତ ଚିହ୍ନଟ

-ଦେଶରେ ୬୨୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ; କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୪,୧୧,୪୦୮

-ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୪୬ ହଜାର ୭୪

-୩ କୋଟି ୧ଲକ୍ଷ ୪ହଜାର ୭୨୦ ସୁସ୍ଥ

-ଦେଶରେ ୪ ଲକ୍ଷ ୨୯ ହଜାର ୯୪୬ ଜଣ ସକ୍ରିୟ ସଂକ୍ରମିତ

-ମୋଟ ୪୩,୫୯,୭୩,୬୩୯ ନମୁନା ପରୀକ୍ଷା ; ଗତକାଲି ଗୋଟିଏ ଦିନରେ ଦେଶରେ ୧୯,୧୫,୫୦୧ ନମୁନା ପରୀକ୍ଷା

-ରାଜସ୍ଥାନରେ କପ୍ପା ଭାରିଆଣ୍ଟ ରେ ୧୧ ଜଣ ସଂକ୍ରମିତ ଚିହ୍ନଟ

-ସରକାରୀ ଚାକିରିରେ ଥିବା ସମୟରେ ଆତଙ୍କିଙ୍କ ପାଇଁ ପାଣ୍ଠି ଯୋଗାଡ କରୁଥିଲେ ସୟଦ ସଲାହଉଦ୍ଦିନଙ୍କ ପୁଅ

-ପୁଲୱାମାରେ ଗୁଳି ବିନିମୟ; ପାକିସ୍ତାନୀ ଲସ୍କର କମାଣ୍ଡର ସମେତ ୩ ନିହତ

-ଜମ୍ମୁ ସୀମାରେ ଡ୍ରୋନ ଠାବ; ସୀମା ସୁରକ୍ଷା ବାହିନୀର ଗୁଳିଚାଳନା ପରେ ପାକିସ୍ତାନ ପଟକୁ ଫେରିଗଲା

-ପାକିସ୍ତାନରେ ବସରେ ବିସ୍ଫୋରଣ; ୬ ଚାଇନା ନାଗରିକଙ୍କ ସମେତ ୮ ମୃତ

-ଚନ୍ଦ୍ର ପୃଷ୍ଠକୁ ଯାଇଥିବା ଧାନରୁ ବିହନ ଉତ୍ପାଦନ କଲା ଚାଇନା

-ଭାରତରେ ୨୦୨୬ ବ୍ୟାଡମିଣ୍ଟନ୍‌ ବିଶ୍ବ ଚମ୍ପିଆନସିପ୍‌

-୧୪୦୦୦ ଟି-୨୦ ରନ୍ କରିବାରେ ଗେଲ୍‌ ବିଶ୍ବରେ ପ୍ରଥମ

– ୱାସିମ ଜାଫର ହେଲେ ଓଡ଼ିଶା ସିନିୟର କ୍ରିକେଟ ଟିମର କୋଚ

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories