www.samajalive.in
Saturday, December 6, 2025
26.1 C
Bhubaneswar

୪ଟା ସୁଦ୍ଧା ମୁଖ୍ୟ ଖବର

– ମୋଦୀଙ୍କ ଗସ୍ତ ପୂର୍ବରୁ ହ୍ବାଇଟ୍‌ ହାଉସ୍‌ ବାହାରେ ଏକାଠି ଉଡିଲା ଭାରତ ଓ ଆମେରିକା ପତାକା….

-ବାହାନଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣେ ଆହତଙ୍କର ଏସ୍‌ସିବିରେ ମୃତ୍ୟୁ ହୋଇଥିବା ସୂଚନା। ମୃତକ ବିହାରର ସୋହେଲ ମନସୁର…..

- Advertisement -

– ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ଗିରଫ, ଠୁଳ କରିଛନ୍ତି ଆୟ ଠାରୁ ୨୬୮% ଅଧିକ ସମ୍ପତ୍ତି……

– ପୁରୀ : ବୈଷୟିକ କମିଟି ମୁଖ୍ୟଙ୍କ ସୂଚନା : ପରିବର୍ତ୍ତନ ହେବ ନାହିଁ ଦର୍ପଦଳନ ରଥର ଅଖ : ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଲାଗିବ ୟୁ କ୍ଲାମ୍ପ…..

-ମୁକ୍ତା ଯୋଜନାରେ ଆଉ ୨୨୫.୫୩ କୋଟି ଟଙ୍କା ମଞ୍ଜୁରୀ: ୧୦ ଜିଲାର ୩୬ ପୌରାଞ୍ଚଳ ପାଇଁ ଅର୍ଥ ମଞ୍ଜୁରୀ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ….

-୩୬ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ୨୨୫.୫୩ କୋଟି ଟଙ୍କା ୨୦୨୩-୨୪ ବର୍ଷ ପାଇଁ ମଞ୍ଜୁର କରାଯାଇଛି। ଏହି ୧୦ ଜିଲା ହେଲା- ଗଞ୍ଜାମ, ଗଜପତି, କଳାହାଣ୍ଡି, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କନ୍ଧମାଳ ଓ ବୌଦ୍ଧ । ମୁକ୍ତା ଯୋଜନାରେ ୪୨ଟି ମ୍ୟୁନିସିପାଲିଟି ଏବଂ ଏନଏସିର ବିକାଶ ପାଇଁ ବାର୍ଷିକ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି …..

-ମୁମ୍ବାଇ: ‘ବିପର୍ଯ୍ୟୟ’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବାକୁ ଯିବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା…..

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories