www.samajalive.in
Monday, December 15, 2025
16.1 C
Bhubaneswar

ଦିନ ୧୦ଟା – ମୁଖ୍ୟ ସମ୍ବାଦ

(୧) ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଓ ତେଲେଙ୍ଗାନାରେ ଚାଲିଛି ବିଧାନସଭା ନିର୍ବାଚନ ଭୋଟ ଗଣତି
– ତେଲେଙ୍ଗାନାରେ ୬୩ଟି ଆସନରେ କଂଗ୍ରେସ ଆଗୁଆ
– ମଧ୍ୟପ୍ରଦେଶରେ ୧୩୭ଟି ଆସନରେ ବିଜେପି ଆଗୁଆ
– ଛତିଶଗଡ଼ରେ ୫୪ଟି ଆସନରେ କଂଗ୍ରେସ ଆଗୁଆ
– ରାଜସ୍ଥାନରେ ୧୦୧ଟି ଆସନରେ ବିଜେପି ଆଗୁଆ
(୨) ଆସନ୍ତାକାଲି ମିଜୋରାମ୍ ବିଧାନସଭା ନିର୍ବାଚନ ଭୋଟ ଗଣତି
(୩) ଗଭୀର ଅବପାତ ଅଧିକ ଘନୀଭୂତ ହୋଇ ବାତ୍ୟା ‘ମିଚାଉଙ୍ଗ’ରେ ପରିଣତ
– ଘଣ୍ଟା ପ୍ରତି ୬ କିଲୋମିଟର ବେଗରେ ଗତି କରୁଛି
– ଏବେ ଏହା ପୁଡୁଚେରୀ ଠାରୁ ୩୦୦ ଓ ଚେନ୍ନାଇ ଠାରୁ ୩୧୦ କିଲୋମିଟର ଦୂରରେ ରହିଛି
– ବାତ୍ୟା ‘ମିଚାଉଙ୍ଗ’ ଭୂମି ସ୍ପର୍ଶ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ରହିବ
– ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
– ମାଲକାନଗିରି, କୋରାପୁଟ, ରାୟଗଡା,ଗଜପତି ଏବଂ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି
– ୫ ତାରିଖ ଅପରାହ୍ଶରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଏବଂ ମଚ୍ଛଲିପଟ୍ଟନମ୍‌ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ମିଚାଉଙ୍ଗ’
(୪) ‘ମିଚାଉଁ’ ପାଇଁ ୫୪ ଟ୍ରେନ୍ ବାତିଲ୍, ଭୁବନେଶ୍ବରରୁ ବାହାରୁଥିବା ୧୨ଟି ଓ ପୂର୍ବତଟ ଦେଇ ଯାଉଥିବା ୪୨ଟି ଟ୍ରେନ୍ ବାତିଲ
(୫) ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଟି୨୦ ଶୃଙ୍ଖଳାର ଅନ୍ତିମ ମ୍ୟାଚ
– ବାଙ୍ଗାଲୋରର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଖେଳାଯିବ ଏହି ମ୍ୟାଚ
– ୩-୧ରେ ଶୃଙ୍ଖଳା ଜିତି ସାରିଛି ଭାରତ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories