ଦିନ ୧୦ଟା – ମୁଖ୍ୟ ଖବର
୧) ୯ଟି ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
– ଛତିଶଗଡ, ରାଜସ୍ଥାନ, ତେଲେଙ୍ଗାନା, ସିକ୍କିମ, ଝାଡଖଣ୍ଡ, ମେଘାଳୟ, ମହାରାଷ୍ଟ୍ର, ପଞ୍ଜାବ ଓ ଚଣ୍ଡିଗଡ ଏବଂ ଆସାମର ନୂଆ ରାଜ୍ୟପାଳ ନିଯୁକ୍ତ
– ମଣିପୁର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ଆସାମ ରାଜ୍ୟପାଳ
– ପଞ୍ଜାବ ରାଜ୍ୟପାଳ ବନଓ୍ବାରିଲାଲ ପୁରୋହିତଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଷ୍ଟ୍ରପତି
୨) ହୀରାକୁଦ ଛାଡିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
– ୭ ନମ୍ବର ସ୍ଲୁଇସ୍ ଗେଟ୍ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ
– ଦିନ ୧୨ଟା ପରେ ଆଉ ୭ଟି ଏବଂ ଅପରାହ୍ନ ୨ଟା ପରେ ଆଉ ୬ଟି ଗେଟ୍ ଖୋଲିବା ନେଇ ସୂଚନା
୩) ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୬.୯୩ ଫୁଟ୍
– ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୩ ଲକ୍ଷ ୧୬ ହଜାର ୬୦୦ ଘନଫୁଟ୍ ଜଳ
– ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ନିଷ୍କାସିତ ହେଉଛି ୪୦ ହଜାର ୧୨୬ ଘନଫୁଟ୍ ଜଳ
୪) ପ୍ରବଳ ବର୍ଷା ଯୋଗୁ ଦିଲ୍ଲୀର ଏକ କୋଚିଂ ସେଣ୍ଟରରେ ପାଣି ପଶିଯିବା ଫଳରେ ୩ ଛାତ୍ର ମୃତ
୫) ରେଢ଼ାଖୋଲ ପାଣ୍ଡିରିଶିଳା ଗାଁରେ ଅଭାବନୀୟ ଘଟଣା, ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
୬) ଲଘୁଚାପ କ୍ଷେତ୍ର ସୃଷ୍ଟି ଯୋଗୁ ପ୍ରବଳ ବର୍ଷା ସମ୍ଭାବନା
– ୫ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ବରଗଡ଼ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
୭) ଭାରତୀୟ କ୍ରୀଡ଼ାବିତମାନଙ୍କ ପାଇଁ ପ୍ୟାରିସରେ ନିର୍ମାଣ ହେଲା ଇଣ୍ଡିଆ ହାଉସ୍
ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in
ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG
ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43
Comments are closed.