www.samajalive.in
Sunday, December 7, 2025
26.1 C
Bhubaneswar

ରାତି ୧୦ଟା – ମୁଖ୍ୟ ଖବର

୧. ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ମିଳିଲା ୧୧ଟି ପ୍ରସ୍ତାବକୁ ମଞ୍ଜୁରୀ, ୪ଟି ପ୍ରସ୍ତାବ ବିଜୁ ଏକ୍ସପ୍ରେସ୍ ୱେ ନିର୍ମାଣ ଓ ପ୍ରଶସ୍ତୀକରଣ
୨. କ୍ୟାବିନେଟ ନିଷ୍ପତ୍ତି, ୪ ଲେନ୍ ବିଶିଷ୍ଟ ହେବ ନୂଆପଡ଼ା-କଳାହାଣ୍ଡି ରାସ୍ତା ଓ କଟକ ପଟ୍ଟାପୋଲରୁ ମାତୃ ଭବନ ପର୍ଯ୍ୟନ୍ତ ମୁଖ୍ୟ ଡ୍ରେନକୁ ବକ୍ସ କଲଭର୍ଟ କରାଯିବ
୩. ଆଜି ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
୪. ମୁଖ୍ୟମନ୍ତ୍ରୀ ବାଲେଶ୍ୱରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି
୫. ଆଇପିଏସ୍ ସ୍ତରରେ ଅଦଳବଦଳ: ଦୀପ୍ତେଶ ପଟ୍ଟନାୟକଙ୍କୁ ଜେଲ୍ ବିଭାଗ ଆଇଜି ଓ ନରସିଂହ ଭୋଳଙ୍କୁ କେନ୍ଦ୍ରାଞ୍ଚଳ ଆଇଜି ଭାବେ ଦାୟିତ୍ୱ, ହିମାଂଶୁ ଲାଲଙ୍କୁ ପୂର୍ବାଞ୍ଚଳ ଆଇଜି ଓ ଦୀପକ କୁମାରକୁ ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ
୬. ପ୍ରାଥମିକତା ଭିତ୍ତିରେ ଔଷଧ ଦୋକାନୀ ଓ କର୍ମଚାରୀଙ୍କୁ ଟିକାକରଣ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଅତିରିକ୍ତ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର
୭. ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଚିଠି
୮. ଆଜି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତି ଏବଂ ସାଂସଦ ସୁରେଶ ପୂଜାରୀ ଝାରସୁଗୁଡା କୋଭିଡ଼ ହସ୍ପିଟାଲରେ ନିରବଚ୍ଛିନ୍ନ ଅମ୍ଳଜାନ ଯୋଗଣ ବ୍ୟବସ୍ଥାକୁ ଉଦଘାଟନ କରିଛନ୍ତି
୯. ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୯୪୦ ଟଙ୍କାକୁ ବୃଦ୍ଧି ସହ କ୍ୱିଣ୍ଟାଲ ପିଛା ରାଶି ୪୫୦ ଏବଂ ବିରି ଓ ହରଡ଼ ୩୦୦ ଟଙ୍କା ବୃଦ୍ଧି
୧୦. କୋଭିଡ୍ ପରିଚାଳନା ପାଇଁ ବିଏମସିକୁ ଆଉ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories