www.samajalive.in
Saturday, December 6, 2025
26.1 C
Bhubaneswar

ରାତି ୧୦ଟା – ମୁଖ୍ୟ ଖବର

୧. ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ଜିଲ୍ଲାର ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିବା ସହ ଅନ୍ୟାନ୍ୟ ଭିତ୍ତିଭୂମିର ଉଦଘାଟନ କରିଛନ୍ତି
୨. ନନ୍ଦିଗ୍ରାମରେ ନିର୍ବାଚନ ଫଳାଫଳରେ ଅନିୟମିତତା ହୋଇଥିବା ଅଭିଯୋଗ କରି ହାଇକୋର୍ଟରେ ଆବେଦନ କଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
୩. ଘରେ ବସି ଅନ୍‌ଲାଇନ୍‌ରେ ପରୀକ୍ଷା ଦେବେ ୟୁଜି ପିଜି ଶେଷ ସେମିଷ୍ଟର ପରୀକ୍ଷାର୍ଥୀ, ବ୍ୟାକ୍‌ ପେପର ପରୀକ୍ଷା ମଧ୍ୟ ଅନ୍‌ଲାଇନ୍‌ରେ ହେବ
୪. କରୋନା କଟକଣା ଉଲଂଘନ ଯୋଗୁ ଭୁବନେସ୍ଵଏ ୟୁନିଟ୍‌-୪ ଆମିଷ ମାର୍କେଟ୍‌ ବନ୍ଦ କଲା ପୁଲିସ
୫. ଆଗାମୀ ରଥଯାତ୍ରାରେ ସମ୍ପୃକ୍ତ ସେବାୟତଙ୍କର ୪ ଥର କରୋନା ପରୀକ୍ଷା ପାଇଁ ନିଷ୍ପତ୍ତି
୬. ଦିଲ୍ଲୀପ ତିର୍କୀ ହେଲେ ଓଡ଼ିଶା ହକି ଆଡହକ କମିଟି ଅଧ୍ୟକ୍ଷ
୭. କେନ୍ଦ୍ରାପଡ଼ା ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ହେବା ନେଇ ହାଇକୋର୍ଟରେ ୫ ଜଣ ସେବାୟତଙ୍କ ପକ୍ଷରୁ ଜନସ୍ୱାର୍ଥ ମାମଲା
୮. ୬ ମାସ ପରେ ଝାରପଡ଼ା ଜେଲରୁ ମୁକୁଳିଲେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ଆଇଏଫଏସ ଅଭୟକାନ୍ତ ପାଠକ
୯. ଥାନାରେ ଜଣେ ଯୁବକକୁ ମାଡ଼ ମାରିବା ଅଭିଯୋଗରେ ତିର୍ତ୍ତୋଲ ଥାନା ଏସଆଇ ଅନିରୁଦ୍ଧ ନାୟକ ସସ୍‌ପେଣ୍ଡ
୧୦. ଦଶମ ପରୀକ୍ଷା ମାର୍କ ଭିତ୍ତିରେ ହେବ ଯୁକ୍ତ ଦୁଇ ମୂଲ୍ୟାୟନ, ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଫଳାଫଳ

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories