www.samajalive.in
Wednesday, December 10, 2025
18.1 C
Bhubaneswar

ରାତି ୧୦ଟା – ମୁଖ୍ୟ ଖବର

୧. ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୫ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ
୨. ଆସନ୍ତା ସୋମବାରଠାରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ, ମୁହାଁମୁହିଁ ହେବେ ଶାସକ-ବିରୋଧୀ
୩. କରୋନାର ତୃତୀୟ ଲହର ଆଶଙ୍କାକୁ ନେଇ ଆଗାମୀ ୧୦୦ରୁ ୧୨୫ ଦିନ ସତର୍କ ରହିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ପରାମର୍ଶ
୪. ରାଜ୍ୟରେ ଟିକା ନେବା ପରେ ୧୮ ହଜାର ୮୦୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା
୫. ଘରୋଇ ବସ୍ ମାଲିକ ସଂଘ ସହ ସରକାରଙ୍କ ଆଲୋଚନା ସଫଳ, ରାଜ୍ୟରେ ସୋମବାର ଠାରୁ ଚାଲିବ ବସ୍
୬. ଜୁଲାଇ ୨୬ରୁ ଦଶମ ଓ ଦ୍ଵାଦଶ ଶ୍ରେଣୀ ପିଲାଙ୍କ କ୍ଲାସରୁମ୍ ପାଠପଢ଼ା ପାଇଁ ସରକାରଙ୍କ ନିଷ୍ପତ୍ତି, ପରିସ୍ଥିତି ଠିକ ରହିଲେ ଅଗଷ୍ଟ ୧୬ରୁ ଖୋଲିବ ନବମ ଶ୍ରେଣୀ
୭. ସ୍କୁଲକୁ ଆସିବା ପିଲାମାନଙ୍କର ଇଚ୍ଛାଧୀନ ରହିବ, ଅଭିଭାବକମାନଙ୍କ ସହ ଆଲୋଚନା କରି ସ୍କୁଲକୁ ଆସିବେ ପିଲା
୮. ଓଡ଼ିଶାର ପୂର୍ବତନ କ୍ରିକେଟ ଖେଳାଳି ଶ୍ୟାମାକାନ୍ତ ପଟ୍ଟନାୟକଙ୍କର ୮୪ ବର୍ଷ ବୟସରେ ଆଜି ପରଲୋକ ଘଟିଛି
୯. ଗଜପତି ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା, ପୋଡ଼ି ହୋଇଥିବା ଘରେ ନାହିଁ ନିଆଁ, ଧୂଆଁର ଚିହ୍ନବର୍ଣ୍ଣ ନ ଥିବା ସୂଚନା
୧୦. ବାପା-ଝିଅ କଥା କଟାକଟି, ମାଲକାନଗିରି ଜିଲ୍ଲା ଯୋଜନା ବୈଠକରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ବିଜେପି ଜିଲ୍ଲା ପରିଷଦ ସଭ୍ୟ ତଥା ବିଧାୟକଙ୍କ ଝିଅ ଶାନ୍ତିଲତା ମାଝୀ ମୁହାଁମୁହିଁ

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories