www.samajalive.in
Sunday, December 7, 2025
18.1 C
Bhubaneswar

ରାତି ୧୦ଟା – ମୁଖ୍ୟ ଖବର

୧. ସୁରୁଖୁରୁରେ ଶେଷ ହେଲା ମହାପ୍ରଭୁଙ୍କ ୯ଦିନ ବ୍ୟାପି ଯାତ୍ରା, ସିଂହଦ୍ୱାର ସମ୍ମୁଖରେ ପହଁଚିଲା ୩ ରଥ
୨. ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଚ୍ଚ ପ୍ରଶଂସା।
୩. ମନ୍ଦିର, ପୁଲିସ, ଜିଲ୍ଲା ପ୍ରଶାସନ, ଅଗ୍ନିଶମ ସେବା ଓ ପୁରୀ ମ୍ୟୁନିସିପାଲଟିକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ।
୪. ପୁରୀର ଜନସାଧାରଣଙ୍କ ସହଯୋଗ ଓ ସଂଯମତା ଅତୁଳନୀୟ ବୋଲି କହିଲେ ମୁଖ୍ୟମନ୍ତ୍ରୀ।
୫. ଶ୍ରୀଜିଉଙ୍କ ଆଦ୍ୟ ସେବକ ଭାବେ ଦୀର୍ଘ ୫୦ ବର୍ଷ ଧରି ସେବା ପାଇଁ ଗଜପତି ମହାରାଜାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
୬. ପାରଳାଖେମୁଣ୍ଡି ସୌମ୍ୟରଜଂନଙ୍କ ମୃତ୍ୟୁ ଘଟଣା: ପରକୀୟା ପ୍ରୀତି ରହିଥିବା ପତ୍ନୀ ବିଦ୍ୟାଭରତୀଙ୍କ ଅଭିଯୋଗ, ଶ୍ୱଶୁର କହିଲେ ଜ୍ୱାଇଁ ଥିଲେ ୧ ନମ୍ବର
୭. ଉବୁଟୁବୁ ଟ୍ୱିନ ସିଟି: କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ
୮. ଶ୍ରୀମନ୍ଦିର ସିଂହଦ୍ୱାର ସାମ୍ନାରେ ତିନି ରଥ ପହଂଚିବା ପରେ ଏକସ୍ବରରେ ଶହ ଶହ ସେବାୟତ ଗାଇଲେ ଗୀତଗୋବିନ୍ଦ।
୯. କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଭାର୍ଗବ କହିଲେ ଏବେ ବି ୪୦ କୋଟି ଲୋକ ସମ୍ବେଦନଶୀଳ, ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା, ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ।
୧୦. ଦେବଗଡ଼ରେ ଜନ୍ମିତ ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ ହେଲେ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ, ୨୦୧୯ରୁ ମସ୍କୋ ସ୍ଥିତ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ ଭାବେ କାର୍ଯ୍ୟ କରୁଥିଲେ

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories