– ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା
– ବୁଢାବଳଙ୍ଗ ନଦୀରେ ବନ୍ୟା ଆଶଙ୍କା, ନଦୀ କୂଳରେ ଥିବା ଲୋକଙ୍କୁ ସ୍ଥାନାନ୍ତର ନିର୍ଦେଶ
– ସୁନ୍ଦରଗଡ଼ ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା
– ଆସନ୍ତାକାଲି ସକାଳେ ଡିପ୍ ଡିପ୍ରେସନ ହୋଇ ଝାଡ଼ଖଣ୍ଡ ମୁହାଁଇବ ବାତ୍ୟା ୟସ
– ୟାସର ପ୍ରଭାବ ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା, ଯେଉଁଠି ପାଣି ଜମିଛି, ସେଠି ଅଫିସର ଅଛନ୍ତି
– ଚିଲିକାକୂଳ ତିନିଟି ଗାଁରେ ପଶିଲା ସମୁଦ୍ର ପାଣି
– ଦେଶରେ ଆଉ ୨,୦୮,୯୨୧ ନୂଆ ସଂକ୍ରମିତ ଚିହ୍ନଟ, ୪,୧୫୭ ମୃତ
– ରାଜ୍ୟରେ ଆଉ ୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ନୂଆ ୧୧୬୨୩ ସଂକ୍ରମିତ ଚିହ୍ନଟ
– ବାତ୍ୟା ପ୍ରଭାବିତଙ୍କୁ ୭ଦିନ ପର୍ଯ୍ୟନ୍ତ ଦିଆଯିବ ରିଲିଫ, ପ୍ରଭାବିତ ୧୨୮ଟି ଗାଁ ଲୋକଙ୍କୁ ୭ଦିନ ଯାଏଁ ମିଳିବ ରିଲିଫ
– ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟ ରାସ୍ତାକୁ ୨୪ଘଣ୍ଟା ମଧ୍ୟରେ ମରାମତି କରାଯିବ
– ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ପୁଣି ବିମାନ ଉଡାଣ ଆରମ୍ଭ
– ବାତ୍ୟାରେ ଦୁଇ ଜଣଙ୍କ ମୃତ୍ୟୁ : ସ୍ୱତନ୍ତ୍ର ରିଲିଫ କମିଶନର, ବାଲେଶ୍ୱରରେ ଜଣେ ଓ କେନ୍ଦୁଝରରେ ଜଣଙ୍କର ମୃତ୍ୟୁ
– ବାଲେଶ୍ୱର ଗସ୍ତରେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପୁନରୁଦ୍ଧାର କାମର କରିବେ ତଦାରଖ
ରାତି ୧୦ଟା – ମୁଖ୍ୟ ଖବର
Popular Categories



