www.samajalive.in
Sunday, December 7, 2025
23.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

(୧) ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ
(୨) ନୂଆଁଖାଇ ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ସୁଖ ସମୃଦ୍ଧି କାମନା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
(୩) ଆନନ୍ଦ ଉତ୍ସାହର ସହ ପାଳିତ ହେଉଛି ପଶ୍ଚିମ ଓଡିଶାର ଗଣପର୍ବ ନୁଆଁଖାଇ
– ଆଜି ନୂଆ ଫସଲକୁ ଇଷ୍ଟ ଦେବଦେବୀଙ୍କୁ ଅର୍ପଣ କରିବ ଚାଷୀ
(୪) ବାଲେଶ୍ୱର ସୋର ପଣପଣା ପଞ୍ଚାୟତ ସରସତିଆ ଜେନା ସାହିରେ ଗଣେଶ ପୂଜା ଭୋଗ ଖାଇ ୧୧ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ
(୫) ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି
– ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨ ଦିନ ବର୍ଷା ସମ୍ଭାବନା
– ୯ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
(୬) ଆଜି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ଦ୍ୱିତୀୟ ପରୀକ୍ଷାମୂଳକ ଦୌଡ଼ କରାଯାଇଛି
(୭) ପାରାଦୀପ ମୁହାଣରେ ବୋଟ୍ ଓଲଟିବା ଘଟଣା
– ୩ ମତ୍ସ୍ୟଜୀବୀ ନିଖୋଜ
– ଖୋଜାଖୋଜି ଜାରି
(୮) ସୁନ୍ଦରଗଡ଼ରେ ଆଉ ୭ ଜଣ ସ୍କ୍ରବ୍‌ ଟାଇଫସ୍‌ ପଜିଟିଭ ଚିହ୍ନଟ
– ୩୭ ନମୁନା ପରୀକ୍ଷାରୁ ୭ ଚିହ୍ନଟ
– ମୋଟ ଆକ୍ରାନ୍ତ ସଂଖ୍ୟା ୨୦୦କୁ ବୃଦ୍ଧି
(୯) ହୀରାକୁଦର ଆଉ୮ଟି ଗେଟ୍ ବନ୍ଦ
– ୨ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ
(୧୦) କୃଷିଭିତ୍ତିକ ପର୍ବ ନୂଆଁଖାଇ ଅବସରରେ ଆଜି ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ ୯୦୦ କୋଟିର କାଳିଆ ସହାୟତା
– ଉପକୃତ ହେବେ ୪୪ଲକ୍ଷରୁ ଉର୍ଦ୍ଧ୍ବ ଚାଷୀ
(୧୧) ଆଜି କୁଡୁମି ଏକତା ମଞ୍ଚ ପକ୍ଷରୁ ମୟୂରଭଞ୍ଜ ବନ୍ଦ ଡାକରା
(୧୨) ଭାରତ-କାନାଡା କୂଟନୈତିକ ବିବାଦ
– ଆସାମ ଓ ମଣିପୁର ନ ଯିବାକୁ ନିଜ ନାଗରିକଙ୍କୁ ସତର୍କ କରାଇଲା କାନାଡା

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories