www.samajalive.in
Tuesday, December 9, 2025
16.1 C
Bhubaneswar

ସନ୍ଧ୍ୟା ୬ଟା – ମୁଖ୍ୟ ଖବର

୧. ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି, କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
୨. ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ସବୁ ଜୀବନ ମୂଲ୍ୟବାନ
୩. ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ଆଜି ରାତିରୁ ପୁରୀ ଶ୍ରୀକ୍ଷେତ୍ରରେ ଲାଗୁ ହେବ ଧାରା ୧୪୪
୪. ଭୁବନେଶ୍ୱରରେ ନକଲି ଔଷଧ ବିକ୍ରି କରୁଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କଲା ସ୍ୱତନ୍ତ୍ର କାର୍ଯ୍ୟ ଦଳ
୫. କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ସ୍ନାନ ଯାତ୍ରାରେ ପୁରୀ ଗଜପତି ମହାରାଜ ଛେରା ପହଁରା କରିବେ ନାହିଁ, ତାଙ୍କ ବଦଳରେ ଛେରାପହଁରା କରିବେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ
୬. କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ପାଇଁ ଦାୟର ୫ଟି ମାମଲାରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ
୭. ଟ୍ୱିଟ କଲେ ସାଂସଦ ଅପରାଜିତା, କହିଲେ ଟିକାକରଣ କେନ୍ଦ୍ରରେ ସୌଜନ୍ୟତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇବା କଥା
୮. ମନ୍ତ୍ରୀ ସମୀର ଦାଶଙ୍କ ସୂଚନା, ଏଥର ବି ୩୦% କମିବ ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ୍
୯. ରାଜ୍ୟରେ ଆଜି ୩,୪୫୬ କରୋନା ସଂକ୍ରମିତ ଚିହ୍ନଟ, ୪୬ ମୃତ
୧୦. ରାଜ୍ୟରେ ଡେଲଟା ପ୍ଲସକୁ ନେଇ ଅଧିକ ଅନୁଧ୍ୟାନ ଚାଲିଥିବା ଡିଏମଇଟି ନିର୍ଦ୍ଦେଶକ ଡାକ୍ତର ସିବିକେ ମହାନ୍ତିଙ୍କ ସୂଚନା

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories