www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା – ମୁଖ୍ୟ ଖବର

୧. ଆଜି ସନ୍ଧ୍ୟାରେ ହେଉଛି କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ସାମିଲ ହେବେ ୪୩ ଜଣ
୨. ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ ୩୩ ନୂଆ ମୁହଁ, ୧୦ ଜଣକୁ ପଦୋନ୍ନତି
୩. ଓଡିଶାରୁ ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ ୨ ଜଣ – ଅଶ୍ୱିନୀ ବୈଷ୍ଣବ ଓ ବିଶେଶ୍ୱର ଟୁଡୁ
୪. କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ୧୨ ମନ୍ତ୍ରୀଙ୍କ ଇସ୍ତଫା
୫. ହାଇତି ରାଷ୍ଟ୍ରପତିଙ୍କୁ ତାଙ୍କ ଘରେ ଅଜଣା ଆତତାୟୀଙ୍କ ଗୁଳିକରି ହତ୍ୟା
୬. ଆଜି ରାଜ୍ୟରେ ୨ ହଜାର ୬୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୫୯ ମୃତ
୭. ଦେଶରେ ଆଜି ନୂଆ ୪୩ ହଜାର ୭୩୩ କରୋନା ଆକ୍ରାନ୍ତ ଚିହ୍ନଟ, ୪୭ ହଜାର ୨୪୦ ସୁସ୍ଥ ଓ ୯୩୦ ମୃତ
୮. କଟକ ଏସସିବି ମେଡିକାଲରେ ଲାଗିବ ୯ଟି ଏକମୋ ମେସିନ, ସୂଚନା ଦେଲେ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ
୯. କୋଭିଡ ମୃତ୍ୟୁ ସଂଖ୍ୟା ନେଇ ଦ୍ୱନ୍ଦ୍ୱ ଦୂର କଲେ ସ୍ୱାସ୍ଥ୍ୟ ଏସିଏସ୍, କହିଲେ ଏବେ ଯେଉଁ ମୃତ୍ୟୁ ସଂଖ୍ୟା ଆସୁଛି, ତାହା ବର୍ତ୍ତମାନର କି ଗତକାଲିର ନୁହେଁ, କୋଭିଡ ମୃତ୍ୟୁ ୩ ଥାକିଆ ଅଡିଟ୍ କମିଟି ଦ୍ୱାରା ସ୍ଥିର ହୋଇଥାଏ
୧୦. ଚା’ ଦୋକାନୀଙ୍କ ନାବାଳକ ପୁଅକୁ ମାଡ଼ ଘଟଣାରେ ୨ ହୋମଗାର୍ଡ଼କୁ ବହିଷ୍କାର

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories