www.samajalive.in
Monday, December 8, 2025
24.1 C
Bhubaneswar

ସନ୍ଧ୍ୟା ୭ଟା – ମୁଖ୍ୟ ଖବର

୧. କେନ୍ଦ୍ର କ୍ୟାବିନେଟ ନିଷ୍ପତ୍ତି – ଚାଷୀଙ୍କ ସହାୟତା ପାଇଁ ୧ ଲକ୍ଷ କୋଟି ଟଙ୍କା ମଂଜୁର, ମଣ୍ଡି ଭିତ୍ତିଭୂମି ସୁଦୃଢ କରିବାକୁ ୧ ଲକ୍ଷ କୋଟି ମଂଜୁର
୨. ରାଜ୍ୟରେ ଅଣ-ସ୍ନାତ୍ତକ ଛାତ୍ରଛାତ୍ରୀଙ୍କ ପାଇଁ କଳା, ବିଜ୍ଞାନ, ବାଣିଜ୍ୟର ୧୧ଟି ବିଷୟରେ ଆରମ୍ଭ ହେବ ଇ-ଶିକ୍ଷାଦାନ ବ୍ୟବସ୍ଥା, https://vtputkal.odisha.gov.inରେ ପଢ଼ିପାରିବେ ଛାତ୍ରଛାତ୍ରୀ
୩. ରାଜ୍ୟରେ ଆଜି ୨,୫୪୨ କରୋନା ସଂକ୍ରମିତ ଚିହ୍ନଟ, ୫୭ ମୃତ
୪ . ଜାମ୍ମୁ କାଶ୍ମୀର ପୁଲଓ୍ୱାମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ୫ ଆତଙ୍କବାଦୀ ନିହତ
୫. ଲୋକମାନେ କୋହଳର ସୁଯୋଗ ନେଇ ସଂକ୍ରମଣର ସୁଯୋଗ ବଢ଼ାଉଛନ୍ତି, ଲୋକମାନେ ସଚେତନ ନହେଲେ ପୁଣି ଥରେ ବିପଦ ବଢିବ – ଡ଼ିଏମଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି
୬. କଂଗ୍ରେସର ବରିଷ୍ଠ ନେତା ତଥା ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ୮୭ ବର୍ଷ ବୟସରେ ପରଲୋକ
୭. ରାଜ୍ୟରେ ଏବେ ୧,୯୦,୩୮୦ ଡୋଜ କୋଭିସିଲ୍ଡ ଟିକା ଅଛି, ସେଥିରେ ଆଉ ୨ ଦିନ ଟିକାକରଣ ଚାଲିବ – ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ
୮. ଜୁଲାଇରେ କେନ୍ଦ୍ର ଦେଇଛି ୧୦ ଲକ୍ଷ ୪୩ ହଜାର ୯୩୦ ଡୋଜ କୋଭିସିଲ୍ଡ, କୋଭିସିଲ୍ଡର ୨ୟ ଡୋଜ ନେବାକୁ ଅଛନ୍ତି ୨୮ ଲକ୍ଷ ଲୋକ – ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ
୯. ଦେଶରେ ଆଜି ୪୫,୮୯୨ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୮୧୭ ମୃତ ଓ ୪୪,୨୯୧ ସୁସ୍ଥ
୧୦. ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ସୂଚନା, ଟିକାକରଣ କେନ୍ଦ୍ରରେ ଗର୍ଭବତୀଙ୍କ ପାଇଁ ସ୍ୱତନ୍ତ୍ର ପ୍ରତୀକ୍ଷାଳୟ ହେବ

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories