www.samajalive.in
Sunday, December 7, 2025
16.1 C
Bhubaneswar

ରାତି ୮ଟା – ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରିରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବା ରେ ସାରା ଦେଶରେ ଓଡିଶା ପ୍ରଥମ ।ଆପଣଙ୍କ ରାଜ୍ୟ ସରକାର ପ୍ରଥମ ।

- Advertisement -

ବାଣପୁର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟଣା; ମୃତକଙ୍କ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗୋପବନ୍ଧୁ ଆୟୁର୍ବିଜ୍ଞାନ ଓ ଗବେଷଣା କେନ୍ଦ୍ରରେ ଲୋକାର୍ପିତ ହେଲା ସିଟି ସ୍କାନ ଓ ଏମ୍‌ଆର୍‌ଆଇ ଯନ୍ତ୍ର

ନନ୍ଦନକାନନ ଥାନା ଅଞ୍ଚଳ ଫାର୍ମ ହାଉସ ନିକଟରୁ ମିଳିଲା ଛାତ୍ରୀଙ୍କ ମୃତଦେହ, ମୃତ୍ୟୁର କାରଣ ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଛତିଶଗଡ଼ ନାରାୟଣପୁର କାଡେମେଟାରେ ମାଓ ଆକ୍ରମଣ; ୨ ଯବାନ ଶହୀଦ

ଭୁବନେଶ୍ବର ଏମ୍ସ ଗବେଷକଙ୍କ ଦ୍ବାରା ନୂଆ ଫଙ୍ଗସ୍‌ ଆବିଷ୍କାର, ଅରୁଣାଲୋକେ ନାମରେ ନୂଆ ଫଙ୍ଗସ୍‌ ଆବିଷ୍କାର

ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା; ମୃତକଙ୍କ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ଆଇଆଇଟିରେ ଦୁଇଟି ନୂଆ ବିଲ୍ଡିଂର ଉଦଘାଟନ କଲେ ଧର୍ମେନ୍ଦ୍ର ପ୍ରଧାନ, ଋଷିକୁଲ୍ୟା ଛାତ୍ରାବାସ ଏବଂ ପୁଷ୍ପାଞ୍ଜଳି ଲେକଚର ହଲ କଂପ୍ଲେକ୍ସ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ

ମୌସୁମୀ ଅଧିବେଶନ : ଅଗଷ୍ଟ ୨୭ରେ ସର୍ବଦଳୀୟ ବୈଠକ

ସୋମନାଥ ମନ୍ଦିର ଆମ ବିଶ୍ବାସର ପ୍ରେରଣାରସ୍ଥଳ : ମୋଦୀ

୧୮ ବର୍ଷ ବୟସରୁ କମ୍ ପିଲାଙ୍କ ପାଇଁ ଟିକା ଖୁବ୍ ଶୀଘ୍ର ;  ୧୨ରୁ ୧୭ ବର୍ଷ ବୟସର ପିଲାମାନଙ୍କ ଉପରେ ଏହି ଟିକା ପରୀକ୍ଷା ଲାଗି ଅନୁମତି ଲୋଡିଲା ଜନସନ୍ ଆଣ୍ଡ ଜନସନ୍

ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଆଫଗାନ ସେଲ୍‍

ରାଜ୍ୟରେ ଦିନକରେ ଆଉ ୯୮୬ କୋରୋନା ଆକ୍ରାନ୍ତ ଚିହ୍ନଟ। ସଂଗରୋଧରୁ ୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୪୧୨ , ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ ଜଣ

ରାଜ୍ୟରେ ଆଉ ୬୯ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୭୨୨୩କୁ ବୃଦ୍ଧି। ଦେଶରେ ଗତ୨୪ ଘଣ୍ଟା ମଧ୍ୟରେ ୩୬,୫୭୧ କୋରୋନା ସଂକ୍ରମିତ ଚିହ୍ନଟ

ଦିନକରେ ଆଉ ୩୬,୫୫୫ ସୁସ୍ଥ , ମୋଟ ଆରୋଗ୍ୟ ସଂଖ୍ୟା ୩,୧୫,୬୧,୬୩୫। ଦେଶରେ କୋରୋନା ଆରୋଗ୍ୟ ହାର ୯୭.୫୪%କୁ ବୃଦ୍ଧି

ଦେଶରେ ଚିକିତ୍ସାଧୀନ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୬୩ ହଜାର ୬୦୫ ରହିଛି

୧୦୫ତମ ସମ୍ବିଧାନ ସଂଶୋଧନ ଆଇନକୁ ରାଷ୍ଟ୍ରପତିଙ୍କ ଅନୁମୋଦନ, ଏଣିକି ରାଜ୍ୟଗୁଡ଼ିକୁ ମିଳିବ ପଛୁଆ ବର୍ଗଙ୍କୁ ଚିହ୍ନଟ କରିବାର ଅଧିକାର,ସାମାଜିକ ଓ ଶିକ୍ଷା ସ୍ତରରେ ପଛୁଆ ବର୍ଗଙ୍କୁ ଚିହ୍ନଟ କରିପାରିବ ରାଜ୍ୟ

ଅଗଷ୍ଟ ୨୩ରୁ ଖୋଲିବ ଭଦ୍ରକ ଆରଡ଼ିର ବାବା ଆଖଣ୍ଡଳମଣି ମନ୍ଦିର ସହ ଅନ୍ୟ ଧାର୍ମାନୁଷ୍ଠାନ

ଜାମ୍ମୁ ଓ କାଶ୍ମୀର ଅବନ୍ତୀପୋରାର ପାମ୍ପୋରରେ ଗୁଳି ବିନିମୟ,ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories