www.samajalive.in
Monday, December 8, 2025
16.1 C
Bhubaneswar

ରାତି ୮ଟା – ମୁଖ୍ୟ ଖବର

–ଘରୋଇ ସଂସ୍ଥାକୁ ମିଳିବ ୨୫ ଏୟାରପୋର୍ଟ, ୧୫ ରେଳଷ୍ଟେସନ, ୧୬୦ କୋଇଲା ଖଣିର ପରିଚାଳନା ଭାର।

–ରାଜ୍ୟ ସରକାରଙ୍କ ବସୁନ୍ଧରା ଯୋଜନା ଜମି ଜାଲିଆତି ମାମଲା। ଜଣେ ତହସିଲଦାର ଓ ୪ଜଣ ଆରଆଇ ଗିରଫ।

- Advertisement -

–ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ମୁରିବାହାଲ ଏବିଇଓ। ଜଣେ ଶିକ୍ଷକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକର ଏବିଇଓ ଦେବରାଜ ଦାସଙ୍କୁ ସମ୍ବଲପୁର ଭିଜିଲାନ୍ସ ଗିରଫ କରିଛି।

–କୁଖ୍ୟାତ ଅପରାଧୀ ଧଳସାମନ୍ତ ଭ୍ରାତାଦ୍ୱୟଙ୍କ ଘନିଷ୍ଠ ସହଯୋଗୀ ଦିଲୁ ଓରଫ ପ୍ରଦୀପ କୁମାର ସାହୁ ସୋମବାର ଗିରଫ ହୋଇଛି। ଦୀର୍ଘ ୫ ବର୍ଷ ହେଲା ଫେରାର ଥିବା ଦିଲୁକୁ ରାୟଗଡ଼ାରୁ ଗିରଫ କରାଯାଇଛି।

–ଜମି ଜାଲିଆତି, ଅନିୟମିତତା, ଅପରାଧିକ ଷଡଯନ୍ତ୍ର ମାମଲାରେ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ

–ତାଲିବାନର ଆଫଗାନିସ୍ତାନ ଦଖଲ ପଛରେ ପାକିସ୍ତାନ ଆଇଏସଆଇର ମୁଖ୍ୟ ଭୂମିକାଫ ଆଫଗାନିସ୍ତାନ ସଙ୍କଟ, ୨୬ରେ ସର୍ବଦଳୀୟ ବୈଠକ

–କାବୁଲ ବିମାନ ବନ୍ଦରରେ ଭୀଷଣ ଗୁଳିଚାଳନା; ତାଲିବାନକୁ କଡା ଜବାବ ଦେଉଛନ୍ତି ଆମେରିକା ଓ ପାଶ୍ଚାତ୍ୟ ସୈନ୍ୟ

–ଦେଶରେ ହ୍ରାସ ଦୈନିକ ସଂକ୍ରମଣ ; ୨୪ ଘଣ୍ଟାରେ ଆଉ ୨୫,୦୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ , ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୪୯,୩୦୬କୁ ବୃଦ୍ଧି ପାଇଛି

–ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୮୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୩୪,୭୫୬

–ଦିନକରେ ୪୪,୧୫୭ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୧୬,୮୦,୬୨୬ ସୁସ୍ଥ। ୩,୩୩,୯୨୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି

–ରାଜ୍ୟରେ ୭୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ। ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷ ବୟସରୁ କମ୍‍ ୧୦୧ ଜଣ। ରାଜ୍ୟରେ କରୋନା ଜନିତ ମୃତ୍ୟୁ ୭୪୨୬କୁ ବୃଦ୍ଧି

–ଜାତିଭିତ୍ତିକ ଜନଗଣନା ଦାବି: ନିତିଶ କୁମାରଙ୍କ ନେତୃତ୍ୱାଧୀନ ୧୦ ରାଜନୈତିକ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ

–ଅଗଷ୍ଟ ୩୧ ସୁଦ୍ଧା ଆମେରିକୀୟ ସୈନ୍ୟ ଆଫଗାନିସ୍ତାନରୁ ଫେରିବା ନେଇ ବାଇଡେନ ଆଶାବାଦୀ। ଯନ୍ତ୍ରଣା ଓ କ୍ଷତି ବିନା ଆଫଗାନିସ୍ତାନରୁ ନାଗରିକଙ୍କୁ ସ୍ଥାନାନ୍ତରଣ ସମ୍ଭବ ନୁହେଁ

–ଆଫଗାନ ଶରଣାର୍ଥୀଙ୍କ ପାଇଁ ଆମେରିକା ସେମାନଙ୍କର ନୂଆ ଘର ହେବ। ଶତାଧିକ ତାଲିବାନି ପଞ୍ଜଶିର ମୁହାଁ; କଡା ଜବାବ ଦେବାକୁ ପ୍ରସ୍ତୁତ ଅହମଦ ମାସୁଦ। ପାକିସ୍ତାନରେ ପଶିଲେ ତାଲିବାନ ; ଇସଲାମାବାଦରେ ଉଡ଼ାଇଲେ ସଂଗଠନ ପତାକା

–ପାରା ଅଲିମ୍ପିକ୍‌ସ ଉଦ୍‌ଘାଟନୀ ଉତ୍ସବ : ଭାରତର ୫ ଖେଳାଳି, ୬ ଅଧିକାରୀ। ଆସନ୍ତାକାଲିଠାରୁ ଟୋକିଓ ପାରାଲିମ୍ପିକ୍‌ସ

–୨୪ ଘଣ୍ଟାରେ ୭,୯୫,୫୪୩ ଟିକା ନେଇ ଥିବା ବେଳେ ମୋଟ ୫୮,୨୫,୪୯,୫୯୫ ଟିକା ନେଇ ସାରିଛନ୍ତି

–ଦୀର୍ଘ ୪ମାସ ପରେ ଖୋଲିଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ;କୋଭିଡ କଟକଣା ମଧ୍ୟରେ ଚାଲିଛି ଭକ୍ତଙ୍କ ଦର୍ଶନ

–କରୋନା କଟକଣା ମଧ୍ୟରେ ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠାରୁ ଖୋଲିଲା ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର

–କଟକଣା ମଧ୍ୟରେ ଆଜିଠାରୁ ଭୁବନେଶ୍ବରରେ ଖୋଲିଲା ସମସ୍ତ ଧର୍ମାନୁଷ୍ଠାନ

–ଆରମ୍ଭ ହେଲା ଜଗା ଦର୍ଶନ, ସର୍ବସାଧାରଣଙ୍କ ଦର୍ଶନ ଲାଗି ଖେଲିଲା ପୁରୀ ଶ୍ରୀମନ୍ଦିର

–ଆଜିଠାରୁ ଭିତରକନିକା ଜାତୀୟ ଉଦ୍ୟାନରେ ପକ୍ଷୀ ଗଣନା, ୭ ଦିନ ଧରି ଚାଲିବ ଏହି ପକ୍ଷୀ ଗଣନା

–ଡାଲ ହ୍ରଦରେ ଏସବିଆଇ ଖୋଲିଲା ଭାସମାନ ଏଟିଏମ

–ଅଗ୍ନିକାଣ୍ଡରେ ଗାଈ ବାଛୁରି ଜୀବନ୍ତ ଦଗ୍ଧ

 

 

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories