www.samajalive.in
Saturday, December 13, 2025
26.1 C
Bhubaneswar

ସକାଳ ୯ଟା – ମୁଖ୍ୟ ଖବର

– ଓଡ଼ିଆ ନୂଆ ବର୍ଷ ଓ ପଣା ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
– ଟ୍ୱିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
– ଓଡ଼ିଆ ନୂଆ ବର୍ଷ ଅବସରରେ ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କଲେ ରାଷ୍ଟ୍ରପତି
– ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କଲେ ପ୍ରଧାନମନ୍ତ୍ରୀ
– ସମ୍ବଲପୁରରେ ସୁରକ୍ଷା ବ୍ୟବସ୍ଥା କଡାକଡି, ସହରରେ ୪୨ ପ୍ଲାଟୁନ ପୁଲିସ ମୁତୟନ
– ସନ୍ଧ୍ୟାରେ ଶୋଭାଯାତ୍ରା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ପୁଲିସର ଫ୍ଲାଗମାର୍ଚ୍ଚ
– ସମ୍ବଲପୁରରେ ହନୁମାନ ଜୟନ୍ତୀରେ ପଥରମାଡ଼ ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୬ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା
– ସମ୍ବଲପୁର ସହରରେ ଗତକାଲି ବିଳମ୍ବିତ ରାତିରେ କେତେକ ଦୋକାନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
– କଟକ ଏସସିବିରେ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ, କୋଭିଡ୍ ଜନିତ ମୃତ୍ୟୁ ନୁହେଁ ସ୍ପଷ୍ଟ କଲେ ଏସସିବି କର୍ତୃପକ୍ଷ
– ସମ୍ବଲପୁରରେ ୧୪୪ ଧାରା ସତ୍ୱେ ସନ୍ଧ୍ୟା ୫ ଟାରୁ ଶୋଭାଯାତ୍ରା
– ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ଆଜି ୮ଟି ଜିଲ୍ଲାକୁ ସତର୍କତା ଜାରି
– ପ୍ରକାଶ ପାଇଲା ବିଜ୍ଞପ୍ତି, ରାଜ୍ୟରେ ନିୟମିତ ହେବେ ଚୁକ୍ତି ଭିତ୍ତିକ ଶିକ୍ଷକ
– ପ୍ରାୟ ୧୮ ହଜାରରୁ ଅଧିକ ଚୁକ୍ତି ଭିତ୍ତିକ ଶିକ୍ଷକ ଉପକୃତ ହେବେ

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories