www.samajalive.in
Sunday, December 14, 2025
17.1 C
Bhubaneswar

ସକାଳ ୯ଟା – ମୁଖ୍ୟ ଖବର

(୧) ୭୪ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ
– ୧୯୫୦ ମସିହାରେ ଜନ୍ମ ଗ୍ରହଣ କରିଥିଲେ ଶ୍ରୀ ମୋଦୀ
(୨) ଆଜି ବିଶ୍ୱକର୍ମା ପୂଜା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭାରମ୍ଭ କରିବେ ‘ପିଏମ ବିଶ୍ୱକର୍ମା’ ଯୋଜନା
– ଏହି ଯୋଜନା ଲାଗି ୧୩ ହଜାର କୋଟି ଟଙ୍କା ବ୍ୟୟ ବରାଦ
(୩) ଏସିଆ କପ୍‌ରେ ଆଜି କଲମ୍ବୋରେ ଖେଳାଯିବ ଭାରତ-ଶ୍ରୀଲଙ୍କା ମଧ୍ୟରେ ଫାଇନାଲ୍ ମ୍ୟାଚ
(୪) ବ୍ରାଜିଲର ବାର୍ସେଲସ୍‌ରେ ବିମାନ ଦୁର୍ଘଟଣା, ୧୪ ମୃତ
– ଅବତରଣ ବେଳେ ଖରାପ ପାଗ ଯୋଗୁ ଦୁର୍ଘଟଣା ହୋଇଥିବା ସୂଚନା
(୫) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହଟ୍ଟାଙ୍କ ୮୦ ବର୍ଷ ବୟସରେ ପରଲୋକ
– ତାଙ୍କ ଶେଷ ଦର୍ଶନ ପାଇଁ ଆଜି ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
(୬) ବିଶିଷ୍ଟ ଲେଖିକା ଗୀତା ମେହଟ୍ଟାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ
(୭) ଶୋକ ପ୍ରକାଶ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ
(୮) ସୁନ୍ଦରଗଡ଼ରେ ୧୧ ସ୍କ୍ରବ ଟାଇଫସ୍‌ ଆକ୍ରାନ୍ତ ଚିହ୍ନଟ
– ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି
(୯) ହୀରାକୁଦ ଜଳଭଣ୍ଡାରର ୨୬ଟି ଗେଟ୍ ଖୋଲା, ବର୍ତ୍ତମାନ ଜଳସ୍ତର ୬୨୮.୦୪ ଫୁଟ୍‌
– ହୀରାକୁଦକୁ ପ୍ରବେଶ କରୁଛି ୪,୫୬,୪୩୨ କ୍ୟୁସେକ ଜଳ
– ବାମପଟର ୧୬ ଓ ଡାହଣ ପଟର ୧୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ୪,୫୬,୪୩୨ କ୍ୟୁସେକ ଜଳ
– ଏବେ ମୁଣ୍ଡଳୀରେ ପ୍ରବାହିତ ହେଉଛି ୬ ଲକ୍ଷ ୩୧ ହଜାର ୭୮୦ କ୍ୟୁସେକ ଜଳ
(୧୦) ଆସନ୍ତାକାଲି ସଂସଦର ସ୍ବତନ୍ତ୍ର ଅଧିବେଶନ, ଆଜି ବସିବ ସର୍ବଦଳୀୟ ବୈଠକ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories