www.samajalive.in
Sunday, December 7, 2025
14.1 C
Bhubaneswar

ରାତି ୯ଟା – ମୁଖ୍ୟ ଖବର

୧. ମନରେଗା ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା, ୩୨ ଲକ୍ଷ ଶ୍ରମିକଙ୍କୁ ଦିଆଗଲା ୩୫୨ କୋଟି
୨. ଆଇଏଏସ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ମାମଲା ଖାରଜ, ସଦିଚ୍ଛାକ୍ରମେ ଟଙ୍କା ଫେରାଇ ଥିବାରୁ ବିଷ୍ଣୁପଦଙ୍କୁ ପ୍ରଶଂସା କଲେ ଲୋକାୟୁକ୍ତ
୩. ଅଯୋଧ୍ୟା ସରଜୁ ନଦୀରେ ସ୍ନାନ ବେଳେ ଗୋଟିଏ ପରିବାରର ୧୨ ଜଣ ନିଖୋଜ, ୩ ଉଦ୍ଧାର
୪. ଆଇପିଏସ ସ୍ତରରେ ଅଦଳବଦଳ: କେନ୍ଦ୍ରୀୟ ଡେପୁଟେସନରୁ ଆସିଥିବା ଆଇଜି ଏସ ଦେବଦତ୍ତ ସିଂହଙ୍କୁ ପୁଲିସ ମୁଖ୍ୟାଳୟରେ ଆଇଜି ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ଅଖିଳେଶ୍ବର ସିଂହ ହେଲେ ଜଗତସିଂହପୁର ଏସ୍‌ପି
୫. ପ୍ରକାଶ ଆର ଭିଜିଲାନ୍ସ ଏସ୍‌ପି, ପିଏସ ପରଷୋତ୍ତମ ଦାସଙ୍କୁ ନବରଙ୍ଗପୁର ଏସ୍‌ପି, ରାହୁଲ ଜୈନଙ୍କୁ ବରଗଡ଼ ଏସପି, ପ୍ରତ୍ୟୁଷ ଦିବାକରଙ୍କୁ ନୂଆପଡ଼ା ଏସପି ଭାବେ ଦାୟିତ୍ବ ଦିଆଯାଇଛି
୬. ମାଲକାନଗିରି ଏସ୍‌ପି ଭାବେ ପିଏସ ମୀନା ଏବଂ ମୟୁରଭଞ୍ଜ ଏସପି ଭାବେ କେଆର ଦ୍ୟାନଦେଓଙ୍କୁ ନିଯୁକ୍ତି
୭. ବାଂଲାଦେଶ ନାରାୟଣଗଞ୍ଜ କାରଖାନା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି
୮. ସାରା ଦେଶରେ ୧ ହଜାର ୫୦୦ଟି ଅଧିକ ପିଏସଏ ଅମ୍ଳଜାନ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବ
୯. ଆଜି ରାଜ୍ୟରେ ୨୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ, ୩୩୪୧ ସୁସ୍ଥ ଓ ୬୧ ମୃତ
୧୦. ଦେଶରେ ଆଜି ୪୩, ୩୯୩ ନୂଆ ଆକ୍ରାନ୍ତ ଚିହ୍ନଟ, ୪୪, ୪୫୯ ସୁସ୍ଥ ଓ ୯୧୧ ମୃତ

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories