www.samajalive.in
Wednesday, November 12, 2025
27.1 C
Bhubaneswar

ଟାଙ୍ଗିଆ ଲଗାଇ ଭାଇ-ଭଉଣୀ ଠାରୁ ୭ ଲକ୍ଷ ଲୁଟ୍‌..

କଣ୍ଟାବାଞ୍ଜି : ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଶୁକ୍ରବାର ଲୁଟ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି । ପ୍ରାୟ ୭ ଲକ୍ଷ ୩୦ ହଜାର ଟଙ୍କା ସହ ଲ୍ୟାପ୍‌ଟପ୍‌ ଓ ବ୍ୟାଙ୍କ ଚେକ୍‌ ଲୁଟି ନେଲେ ଦୁର୍ବୃତ୍ତ। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍‌ରେ ଯିବା ବେଳେ ଏହି ଲୁଟ୍‌ର ଶିକାର ହୋଇଛନ୍ତି । ମୁରିବାହାଲ ଥାନା ପଟ୍ଟାମରା-ହଳଦି ଯିବା ରାସ୍ତାରେ ଲୁଟ୍‌ ହୋଇଥିବା ପୁଲିସ ନିକଟରେ ଅଭିଯୋଗ ହୋଇଛି । ବାଇକ୍‌ରେ ଆସି ୨ରୁ ଅଧିକ ଦୁର୍ବୃତ୍ତ ଲୁଟି ନେଇଥିବା ଅଭିଯୋଗ ହୋଇଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ନଭେମ୍ବର ୧୬ରେ ରାଜଯୋଗ; ଜାଣନ୍ତୁ କେଉଁ ୪ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ଚମକିବ ଭାଗ୍ୟ..

Hot this week

ଆତଙ୍କବାଦ ବିରୁଦ୍ଧରେ କାହିଁକି କହୁନାହାଁନ୍ତି ରାହୁଲ : ବିଜେପି

ସମାଜ ଲାଇଭ୍ ଡେସ୍କ : ଦିଲ୍ଳୀ ବିସ୍ଫୋରଣ ଘଟଣାରେ କଂଗ୍ରେସ ନେତା...

ତେଜସ୍ବୀଙ୍କୁ ଖୁସି କଲା ଏହି ଏକଜିଟ୍ ପୋଲ୍, ଆରଜେଡି ସବୁଠୁ ବଡ ଦଳ

ପାଟଣା: ବିହାରରେ ଅଧିକାଂଶ ଏକଜିଟ୍ ପୋଲ୍ ଏନଡିଏ ସରକାର ପୁଣି କ୍ଷମତାକୁ...

ୟୁପିଏସସି ମୁଖ୍ୟ ପରୀକ୍ଷା ଫଳ ପ୍ରକାଶିତ, ୨୭୩୬ କୃତକାର୍ଯ୍ୟ

ସମାଜଲାଇଭ ଡେସ୍କ: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସସି) ସିଭିଲ ସର୍ଭିତ ମୁଖ୍ୟ ପରୀକ୍ଷା-୨୦୨୫ର...

ଦିଲ୍ଲୀ ବିସ୍ଫୋରଣ: ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆହତ ହୋଇ ସ୍ଥାନୀୟ ଏଲଏନଜେପି...

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

Related Articles

Popular Categories