www.samajalive.in
Saturday, December 6, 2025
19.1 C
Bhubaneswar

କିଟ୍‌ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ; ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନଙ୍କ ଚିଠି

ଭୁବନେଶ୍ୱର : କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନ ଚିଠି ଲେଖିଛନ୍ତି। ଭାରତୀୟ ମାନବାଧିକାର କମିଶନଙ୍କୁ ଚିଠି ଲେଖି ନ୍ୟାୟ ଦାବି କରିଛନ୍ତି। ଚିଠିରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦୁର୍ବ୍ୟବହାର ନେଇ ମଧ୍ୟ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ସହ ଭୟମୁକ୍ତ ବାତାବରଣ ସୁନିଶ୍ଚିତ କରିବା ପାଇଁ ଦାବି କରିଛନ୍ତି।
ସୂଚନାନୁଯାୟୀ,ବିଟେକ୍ ତୃତୀୟ ବର୍ଷର ସଂପୃକ୍ତ ଛାତ୍ରୀ ଜଣକ ନିଜର ପୁରୁଷ ବନ୍ଧୁଙ୍କ ନାଁରେ ପୂର୍ବରୁ ଚାରି ଚାରି ଥର ବିଶ୍ବବିଦ୍ୟାଳୟରେ ଥିବା ଇଣ୍ଟରନ୍ୟାସନାଲ୍ ରିଲେସନ୍ ଅଫିସରେ ଅଭିଯୋଗ କରିଥିଲେ। ଅପରପକ୍ଷେ ଛାତ୍ରୀ ଜଣକ ପ୍ରେମ ବ୍ୟାପାରରୁ ଆତ୍ମହତ୍ୟା କରିଥିବା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ କହିଥିବାବେଳେ ପୁଲିସ ସଂପୃକ୍ତ ପୁରୁଷ ବନ୍ଧୁଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।

ଖୁବ୍‌ ଖାସ୍‌ ଏବର୍ଷର ଶିବରାତ୍ରୀ: ୧୪୯ ବର୍ଷ ପରେ ତ୍ରିଗ୍ରହୀ ଯୋଗ, ଏହି ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ, ରହିବନି ଚିନ୍ତା ..

ଦେଖନ୍ତୁ ଭିଡିଓ ; ବାସ୍‌ ସେହି ମୁହୂର୍ତ୍ତ, ପଡିଆରେ ବିରାଟଙ୍କ ଶତକ ପୂର୍ବରୁ ରୋହିତ ଦେଲେ ଏମିତି ଇସାରା

- Advertisement -

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories