କିଟ୍ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ; ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନଙ୍କ ଚିଠି
ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନ ଚିଠି ଲେଖିଛନ୍ତି। ଭାରତୀୟ ମାନବାଧିକାର କମିଶନଙ୍କୁ ଚିଠି ଲେଖି ନ୍ୟାୟ ଦାବି କରିଛନ୍ତି। ଚିଠିରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦୁର୍ବ୍ୟବହାର ନେଇ ମଧ୍ୟ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ସହ ଭୟମୁକ୍ତ ବାତାବରଣ ସୁନିଶ୍ଚିତ କରିବା ପାଇଁ ଦାବି କରିଛନ୍ତି। ସୂଚନାନୁଯାୟୀ,ବିଟେକ୍ ତୃତୀୟ ବର୍ଷର ସଂପୃକ୍ତ ଛାତ୍ରୀ ଜଣକ ନିଜର ପୁରୁଷ ବନ୍ଧୁଙ୍କ ନାଁରେ … Continue reading କିଟ୍ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ; ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନଙ୍କ ଚିଠି
Copy and paste this URL into your WordPress site to embed
Copy and paste this code into your site to embed