ମୌନୀ ଅମାବାସ୍ୟାରେ ବାସ୍‌ ଏହି ୩ଟି ସରଳ ଉପାୟରେ ବର୍ଷଯାକ ହେବ ଧନ ବର୍ଷା, ଘରୁ ଦୂର ହେବ ଅଶାନ୍ତି..

୨୯ ଜାନୁଆରୀରେ ମାଘ ମାସର ଅମାବାସ୍ୟା । ଏହାକୁ ମୌନୀ ଅମାବାସ୍ୟା ବୋଲି କୁହାଯାଏ । ଏହି ଦିନ ପବିତ୍ର ନଦୀରେ ସ୍ନାନ କରିବା ଦ୍ୱାରା ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହୋଇଥାଏ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମୌନୀ ଅମାବାସ୍ୟାରେ କିଛି ବିଶେଷ ଉପାୟ ଆପଣାଇବା ଦ୍ୱାରା ବର୍ଷଯାକ ଘରେ ଧନର ଅଭାବ ନରହିବା ସହ ଧନସମ୍ପତ୍ତି ବୃଦ୍ଧି ହୋଇଥାଏ । ସମସ୍ତ କାର୍ଯ୍ୟରେ ସଫଳତା ମିଳିଥାଏ । ଏହି ଉପାୟ ଦ୍ୱାରା ୭ ପିଢି ପାଇଁ … Continue reading ମୌନୀ ଅମାବାସ୍ୟାରେ ବାସ୍‌ ଏହି ୩ଟି ସରଳ ଉପାୟରେ ବର୍ଷଯାକ ହେବ ଧନ ବର୍ଷା, ଘରୁ ଦୂର ହେବ ଅଶାନ୍ତି..