www.samajalive.in
Wednesday, December 10, 2025
26.1 C
Bhubaneswar

ଜଳିଗଲା ବାଣ ଦୋକାନ, ଅଳ୍ପକେ ବର୍ତ୍ତିଗଲେ ୪ ଜଣ

ଡେସ୍କ: ପାରାଦୀପ ନୂଆଗଡ଼ ଛକର ଘଟଣା। କେହି କିଛି ଜାଣିବା କି ବୁଝିବା ଆଗରୁ ହଠାତ ଜଳିଗଲା ବାଣ ଦୋକାନ। ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିଲେ ମଧ୍ୟ ସୌଭାଗ୍ୟ ବଶତଃ ବାଣ ଦୋକାନ ଭିତରେ ଶୋଇଥିବା ୪ ଜଣ ସୁରକ୍ଷିତ ଅଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଦୋକାନଟି ଜଳିଯିବା ଶହ ଲକ୍ଷାଧିକ ଟଙ୍କାର ବାଣ ନଷ୍ଟ ହୋଇଥିବା ସୂଚନା ମିଳିଛି। କେଉଁ କାରଣରୁ ଏଭଳି ଅଗ୍ନିକାଣ୍ଡ ଘଟିଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories