www.samajalive.in
Monday, December 15, 2025
15.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଟେବୁଲ ଟେନିସ ପୁରୁଷ ଦଳର ଗୌହାଟୀ ଗସ୍ତ

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ କ୍ରୀଡା ପରିଷଦ ପକ୍ଷରୁ ଟେବୁଲ ଟେନିସ ପୁରୁଷ ଦଳ ଗୋହାଟି ଗସ୍ତ କରିଛନ୍ତି। ଏହି ଦଳଗୋହାଟି ସ୍ଥିତ ରୋୟାଲ ଗ୍ଲୋବାଲ ୟୁନିଭରସିଟି ଠାରେ ଡିସେମ୍ବର ୧ତାରିଖ ଠାରୁ ୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବାପୂର୍ବାଞ୍ଚଳ ଅନ୍ତଃ ବିଶ୍ଵବିଦ୍ୟାଳୟରେ ପ୍ରତିଯୋଗିତା ଟେବୁଲ ଟେନିସ ପ୍ରତିଯୋଗିତାରେ ଭାଗ ନେବେ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଦଳ ପକ୍ଷରୁ ଗୋପାଳପୁର କଲେଜର ଗୌରାଙ୍ଗ ସ୍ୱାଇଁ, ବି. ସୋନୁ ରେଡି, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପିଜି ବିଭାଗର ରଜତ ରଞ୍ଜନ ସ୍ୱାଇଁ, ଚିକିଟି ମହାବିଦ୍ୟାଳୟର ଗୁପ୍ତ ପ୍ରସାଦ ପାଣିଗ୍ରାହୀ ରହିଥିବା ବେଳେ ମ୍ୟାନେଜର ଏବଂ କୋଚ ଭାବେ ରାୟଗଡା ମଡେଲ ଡିଗ୍ରୀ କଲେଜର ପିଇଟି ନଥୀନ ବେସରା ପ୍ରମୁଖ ଦଳରେ ଗସ୍ତ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories