www.samajalive.in
Sunday, December 14, 2025
26.1 C
Bhubaneswar

ଭୈରବୀ କଲେଜରେ ଭୋଟର ସଚେତନତା କାର୍ଯ୍ୟକ୍ରମ

ହରଭଙ୍ଗା: ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ କନିଷ୍ଟ ମହାବିଦ୍ୟାଳୟରେ ନବୀନ ଓଡ଼ିଶା ଯୁବ ଓଡ଼ିଶା କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ପୁରୁଣାକଟକ ସରପଂଚ ଅଶୋକ ସେଠୀ ଯୋଗ ଦେଇଥିବା ବେେଳେ ମହାବିଦ୍ୟାଳୟର ଅଧ୍ୟକ୍ଷା ଧରିତ୍ରୀ ରାଣୀ କାନୁନଗୋଙ୍କ ଅଧ୍ୟକ୍ଷତାରେ ସଚେତନତା ରାଲି ମହାବିଦ୍ୟାଳୟରୁ ବାହାରି ବଜାର ପରିକ୍ରମା କରି ଭୈରବୀ ମନ୍ଦିରରେ ପହଂଚି ଥିଲା। ନୋଡାଲ ଅଫିସର ପ୍ରଶାନ୍ତ ସେଠୀ, ଅଧ୍ୟାପକ ରଞନ ପାଣିଗ୍ରାହୀ, ସଦାଶିବ ଜେନା, ପ୍ରଦୋଷ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories