www.samajalive.in
Monday, December 8, 2025
13.1 C
Bhubaneswar

୬ କୋଟି ୫୦ ଲକ୍ଷ ଟଙ୍କାର ଗଞେଇ ଗଛ ନଷ୍ଟ

ଫୁଲବାଣୀ/ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲାର ବିଭିନ୍ନ ଥାନା ପକ୍ଷରୁ ଅପରେସନ ନୀଳ ଜହର ଵା ବେଆଇଆନ ଗଞ୍ଜେଇ ଗଛ କଟା ଅଭିଯାନ ଜାରି ରହିଛି। ଜିଲ୍ଲାର ଫିରିଙ୍ଗିଆ ଥାନା ପକ୍ଷରୁ ମଧ୍ୟ୍ୟ ଏହି ଅଭିଯାନ ଜାରି ରହିଛି। ତେବେ ଫିରିଙ୍ଗିଆ ପୋଲିସ ପକ୍ଷରୁ ଫିରିଙ୍ଗିଆ ଥାନା ଭୃଙ୍ଗିଯୋଡି ପଞ୍ଚାୟତର ଡାଡିଲାଈ, ଡ଼ହିଙ୍ଗିଆ ଓ ସରୁଲେଈ ଗାଁ ନିକଟରେ ଥିବା ଜଙ୍ଗଲ ମାନଙ୍କରେ ଚଢ଼ାଉ କରି ପ୍ରାୟ ୭୨ ଏକର ଜଙ୍ଗଲ ଜମିରେ ବେଆଇଆନ ଭାବରେ ଚାଷ ହୋଇଥିବା ଗଞ୍ଜେଇ ଗଛ ଗୁଡିକୁ କାଟି ନଷ୍ଟ କରିଦିଆଯାଇଥିବା ଥାନା ପକ୍ଷରୁ ସୂଚନା ଦିଆଯାଇଛି। ଜାହାର ଆନୁମାନିକ ମୂଲ୍ୟ ୬ କୋଟି ପଚାଶ ଲକ୍ଷ ହେବ ବୋଲି ପୋଲିସ ପକ୍ଷରୁ ସୁଚନା ମିଳିଛି। ଏନ୍ୟପଟେ ଏହି ଗଞ୍ଜେଇ କଟାକୁ ନେଇ ଫିରିଙ୍ଗିଆ ଥାନାରେ ୪/୨୪ରେ ଏକ ମାମଲା ରୁଜୁ କରାଯାଇଛି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories