www.samajalive.in
Saturday, December 6, 2025
14.1 C
Bhubaneswar

ଦିନ ୪ଟା ସୁଦ୍ଧା ମୁଖ୍ୟ ସମ୍ବାଦ (୬ମେ’୨୦୨୧)

ଦେଶ ଖବର
କେରଳ :
କେରଳରେ ସରକାର ମେ’୬ରେ ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କରିଛନ୍ତି। ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାମାରୀକୁ କାବୁ କରିବା ପାଇଁ ମେ’୮ ରୁ ୧୬ ମେ’ ଯାଏଁ ଲକଡାଉନ ଘୋଷଣା
ଦିଲ୍ଲୀ : ହତ୍ୟା ମାମଲାରେ ଫସିଲେ ସୁଶୀଲ କୁମାର, ଗିରଫ କରିବାକୁ ଖୋଜୁଛି ଦିଲ୍ଲୀ ପୁଲିସ
କଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଲିସ ଉପସ୍ଥିତିରେ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଆକ୍ରମଣ
କେରଳ : ଜୁନ ପହିଲାରେ କେରଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ: ଭାରତକୁ ଆଗାମୀ ଦୁଇ ଦିନ ମଧ୍ୟରେ ୧୫୦,୦୦୦ ଡୋଜ୍ ସ୍ପୁଟନିକ୍-ଭି ଟିକା ପଠାଇବ ରୁଷ୍

ନୂଆଦିଲ୍ଲୀ: ନଭେମ୍ବର ମାସ ବେଳକୁ କରୋନା ମହାମାରୀର ୩ୟ ତରଙ୍ଗ ଆସିପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଏହି ପର୍ଯ୍ୟାୟରେ ଯୁବପିଢ଼ିମାନେ ଅଧିକ ପ୍ରଭାବିତ ହୋଇପାରନ୍ତି ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି।

- Advertisement -

ନୂଆଦିଲ୍ଲୀ: ଦେଶରେ କରୋନାର ୨ୟ ତରଙ୍ଗ ସଂକ୍ରମଣ ବୃଦ୍ଧି ପାଇଁ ନିର୍ବାଚନ ଆୟୋଗ (ଇସି) ଦାୟୀ ବୋଲି ମାଡ୍ରାସ ହାଇକୋର୍ଟ ଦେଇଥିବା ଟିପ୍ପଣୀକୁ ଅନୁଚିତ ଏବଂ କଠୋର ଦର୍ଶାଇଲେ ସର୍ବୋଚ୍ଚ ନ୍ୟାୟାଳୟ। ଏପରି ଟିପ୍ପଣୀ ଦେବା ପୂର୍ବରୁ ବିଚାରପତିମାନେ ନିଜ ଉପରେ ସଂଯମତା ରକ୍ଷା କରନ୍ତୁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।
ରାଜ୍ୟ ଖବର
ଭୁବନେଶ୍ୱର : କରୋନା ପରିଚାଳନା ପାଇଁ ୩ ଜିଲାକୁ ୭.୬୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ; ପୁରୀ ପାଇଁ ୨ କୋଟି, ସୁବର୍ଣ୍ଣପୁର ପାଇଁ ୧ କୋଟି , ସମ୍ବଲପୁର ପାଇଁ ୪ କୋଟି ୬୨ ଲକ୍ଷ ମଞ୍ଜୁର
ନୂଆଦିଲ୍ଲୀ/ଭୁବନେଶ୍ୱର : ଓଡ଼ିଶାରେ କୋଭିଡ୍-୧୯ ପରିଚାଳନା ପ୍ରସ୍ତୁତି ଏବଂ ସ୍ୱାସ୍ଥ୍ୟ ଭିତିଭୂମି ଉପରେ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ – ଧର୍ମେନ୍ଦ୍ର ପ୍ରଧାନ ରୁଷ୍

ଭୁବନେଶ୍ୱର:  ତାତିରୁ ମିଳିବ ମୁକ୍ତି ; ଅଧିକାଂଶ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ପରିଚାଳନା ପାଇଁ ୩ ଜିଲାକୁ ୭.୬୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପୁରୀ ପାଇଁ ୨ କୋଟି, ସୁବର୍ଣ୍ଣପୁର ପାଇଁ ୧ କୋଟି, ସମ୍ବଲପୁର ପାଇଁ ୪ କୋଟି ୬୨ ଲକ୍ଷ ଟଙ୍କା ଘୋଷଣା କରାଯାଇଛି।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୧୦,୫୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୭୭ ଓ ସୁନ୍ଦରଗଡରୁ ୧୧୮୬ ଜଣଙ୍କୁ ଚିହ୍ନଟ କରାଯାଇଛି।

ଭୁବନେଶ୍ଵର: ରାଜ୍ୟରେ ଗୋଟିଏ ଦିନରେ ୧୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଛି।

ଭୁବନେଶ୍ୱର: କରୋନାରେ ଆଜି ଆଉ ଜଣେ କରୋନା ଯୋଦ୍ଧାଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ସିଆରପିଏଫ ଡିଆଇଜି ସୁନୀଲ କୁମାର ପାର୍ଥ କରୋନାରେ ଆଖି ବୁଜିଛନ୍ତି। ସେ ସିଆରପିଏଫ ଗ୍ରୁପ ସେଣ୍ଟରର ଡିଆଇଜି ଥିଲେ।

 

 

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories