www.samajalive.in
Saturday, December 6, 2025
26.1 C
Bhubaneswar

ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର : କାଳବୈଶାଖୀ ବର୍ଷା ଯୋଗୁଁ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ପାଗ ଖରାପ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରି ପାରିଲାନି। କାଳବୈଶାଖୀ ପବନ ଯୋଗୁଁ ଖଡିଆଳରୁ ସଭାସାରି ଫେରିଲା ବେଳେ ଓହ୍ଲାଇ ପାରିଲାନି। ଭୁବନେଶ୍ୱରରେ ଓହ୍ଲାଇ ନପାରି ଝାରସୁଗୁଡା ଗଲା ହେଲିକପ୍ଟର। ଝାରସୁଗୁଡାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ସୁରକ୍ଷିତ ଭାବେ ଓହ୍ଲାଇଲା। ପାଗ ବଦଳିବା ପରେ ଝାରସୁଗୁଡାରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ବାହାରିବ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ପ୍ରବଳ ବର୍ଷା ପବନ ଯୋଗୁଁ ଏଭଳି ଘଟିଛି। ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ସୁରକ୍ଷିତ ଅଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories