www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ୮୫ ହଜାର ୩୬୨ ନୂଆ କରୋନା ଅକ୍ରାନ୍ତ; ୧୦୮୯ ଜଣ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୫ ହଜାର ୩୬୨  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯ ଲକ୍ଷ ୦୩ହଜାର ୯୩୨ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୮୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୩ ହଜାର ୩୭୯ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୬୦ ହଜାର ୯୬୯ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୮ ଲକ୍ଷ୪୯ ହଜାର ୫୮୪ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories