www.samajalive.in
Saturday, December 6, 2025
26.1 C
Bhubaneswar

ମାଲବାହୀ ଟ୍ରେନ୍‌ ମୁହାଁମୁହିଁ ଧକ୍କା; ୨ ଗୁରୁତର

ଫତେପୁର : ଉତ୍ତରପ୍ରଦେଶର ଫତେପୁର ଜିଲାରେ ଖାଗା ନିକଟରେ ପାମ୍ଭିପୁର ଅଞ୍ଚଳରେ ୨ଟି ମାଲବାହୀ ଟ୍ରେନ୍‌ ସାମ୍ନାସାମ୍ନି ଧକ୍କା ହେବା ପରେ ଇଞ୍ଜିନ୍‌ ଲାଇନଚ୍ୟୁତ ହୋଇଛି । ଏହି ଦୁର୍ଘଟଣାରେ ମାଲବାହୀ ଟ୍ରେନ୍‌ର ୨ ଲୋକୋ ପାଇଲଟ୍‌ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ସାରିଛନ୍ତି।
ମିଳିଥିବା ସୂଚନାନୁଯାୟୀ, ୨ଟି ଯାକ ମାଲବାହୀ ଟ୍ରେନ୍‌ ଗୋଟିଏ ଧାରଣାରେ ସାମ୍ନାସାମ୍ନି ହେବା ପରେ ଧକ୍କା ହୋଇଥିଲା । ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଅନେକ ଟ୍ରେନ୍‌କୁ ଅଟକାଇ ରଖାଯିବା ସହ ମାର୍ଗ ପରିବର୍ତ୍ତନ କରାଯାଇଛି।

ଭୋଜି ନିଅଣ୍ଟ ହେଲା ବୋଲି ବରପକ୍ଷ ଭାଙ୍ଗିଲେ ବିବାହ, ପୁଲିସ କଲା ଏମିତି..

ଆଜି ବୃହସ୍ପତି ଚଳନ; ଜାଣନ୍ତୁ ସବୁ ରାଶି ଉପରେ ପଡିବ କି ପ୍ରଭାବ, କିଏ କିଣିବେ ଘର, ଗାଡି, କାହାର ହେବ ବିବାହ, ହେବେ ମାଲାମାଲ୍‌..

- Advertisement -

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories