www.samajalive.in
Friday, December 5, 2025
20.1 C
Bhubaneswar

ମହାରାଷ୍ଟ୍ରରର ହସ୍ପିଟାଲରେ ଅଗ୍ନିକାଣ୍ଡ ; ୧୦ ଶିଶୁ ମୃତ

ମୁମ୍ବଇ : ମହାରାଷ୍ଟ୍ରର ଭଣ୍ଡାରାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି। ରାତି ପ୍ରାୟ ୨ଟା ସମୟରେ ଭଣ୍ଡାରା ଜିଲାରେ ଥିବା ହସ୍ପିଟାଲରେ ନିଆଁ ଲାଗି ଯିବା ଫଳରେ ଶ୍ୱାସ ରୁଦ୍ଧ ହୋଇ ୧୦ ଶିଶୁଙ୍କର ମୃତ୍ୟୁ ହୋଇ ଯାଇଛି। ଏହାସହ ୭ ଜଣ ଶିଶୁଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।
ଶିଶୁମାନଙ୍କ ବୟସ ୧ ଦିନରୁ ୩ ମାସ ମଧ୍ୟରେ ବୋଲି ପ୍ରାର୍ଥକିକ ସୁଚନା ମିଳିଛି। ଅଗ୍ନିକାଣ୍ଡର କାରଣ ଏଯାଏଁ ଜଣାପଡ଼ି ନାହିଁ। ହସ୍ପିଟାଲରେ ପ୍ରାୟ ୧୭ ଜଣ ଶିଶୁ ଥିଲେ ବୋଲି କୁହାଯାଉଛି। ଘଟଣାର ତଦନ୍ତ ଆରମ୍ଭ ହୋଇଛି।

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories