www.samajalive.in
Monday, December 8, 2025
24.1 C
Bhubaneswar

ଲାକ୍ଷାଦ୍ୱୀପ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତପରେ ଗୁଗଲ୍‌‌ରେ ଭାଙ୍ଗିଲା ୨୦ ବର୍ଷର ରେକର୍ଡ

ନୂଆଦିଲ୍ଲୀ : କିଛିଦିନ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ଶାସିତ ଅଞ୍ଚଳ ଲାକ୍ଷାଦ୍ବୀପ ଗସ୍ତ କରିଥିଲେ। ମୋଦୀଙ୍କ ଲାକ୍ଷାଦ୍ବୀପ ଗସ୍ତ ପରେ ‘ ଲାକ୍ଷାଦ୍ବୀପ କୀୱାର୍ଡ’ ଗୁଗଲ ସର୍ଚ୍ଚରେ ୨୦ ବର୍ଷର ରେକର୍ଡ ଭାଙ୍ଗିଛି। ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଗୁଗଲରେ ସାରା ବିଶ୍ୱରେ ଲାକ୍ଷାଦ୍ବୀପକୁ ସର୍ଚ୍ଚ କରାଯାଇଛି।

ନିକଟରେ ପ୍ରଧାନମନ୍ତ୍ରୀ ମୋଦୀ ଲାକ୍ଷାଦ୍ବୀପ ଗସ୍ତ କରିଥିଲେ। ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସେଠାକାର କିଛି ମନୋରମ ଦୃଶ୍ୟ ସେ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିଥିଲେ।
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଲକ୍ଷ୍ମୀଦୀପ ଯାତ୍ରାକୁ ନେଇ ମାଲଦ୍ୱୀପ ମନ୍ତ୍ରୀ ଅପମାନଜନକ ମନ୍ତବ୍ୟ ଦେଇଛନ୍ତି, ଏହା ପରେ ମାଲଦ୍ୱୀପ ବଏକଟ୍ ମଧ୍ୟ ସୋସିଆଲ ମିଡିଆରେ ଟ୍ରେଣ୍ଡ କରିବା ଆରମ୍ଭ କରିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories