www.samajalive.in
Saturday, December 6, 2025
16.1 C
Bhubaneswar

ଦିବୃଗଡ ଏକ୍ସପ୍ରେସ୍‌ ଲାଇନଚ୍ୟୁତ; ୨୦ରୁ ଅଧିକ ଆହତ

ଲଖନଉ : ଉତ୍ତରପ୍ରଦେଶ ଗୋଣ୍ଡାରେ ଗୁରୁବାର ଘଟିଛି ଟ୍ରେନ୍‌ ଦୁର୍ଘଟଣା । ଗୋଣ୍ଡାରେ ଗୁରୁବାର ଦ୍ୱିପ୍ରହରରେ ଏହି ଟ୍ରେନ୍‌ ଦୁର୍ଘଟଣା ଘଟିଥିବା ବେଳେ ଦିବୃଗଡ ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇ ପ୍ରାୟ ୨୦ରୁ ଅଧିକ ଆହତ ହୋଇଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।
ଏହି ଟ୍ରେନ୍‌ ଗୋରଖପୁର ହୋଇ ଚଣ୍ଡିଗଡରୁ ଆସାମର ଦିବୃଗଡ ଯାଉଥିଲା । ଟ୍ରେନ୍‌ ର ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହୋଇଛି । ଦୁର୍ଘଟଣା ପରେ ଏହି ରୁଟ୍‌ ରେ ଆସିବାକୁ ଥିବା ଅନ୍ୟ ଟ୍ରେନ୍‌ ସେବା ବାଧାପ୍ରାପ୍ତ ହୋଇଛି । ଦୁର୍ଘଟଣା ବିଷୟରେ ଖବର ପାଇ ରେଲୱେର ଅନେକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଦେଖନ୍ତୁ ଭିଡିଓ; ଚଳନ୍ତା ଟ୍ରେନରେ ଯୁବକଙ୍କ ଷ୍ଟଣ୍ଟ, ହେଲା ଏମିତି..

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories