www.samajalive.in
Saturday, December 6, 2025
16.1 C
Bhubaneswar

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଡାଉ

ବଲାଙ୍ଗୀର : ବଲାଙ୍ଗୀର ଜିଲା ଟିଟିଲାଗଡ ଅନ୍ତର୍ଗତ ମୁରିବାହାଲ ରେଞ୍ଜରଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଡାଉ କରାଯାଇଥିବା ଗୁରୁବାର ଜଣାପଡିଛି। ରେଞ୍ଜର ପ୍ରଶାନ୍ତ ନାୟକଙ୍କ ଘରେ ଚାଲିଛି ଭିଜିଲାନ୍ସ ଚଢାଉ। ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଛି। ଟିଟିଲାଗଡ ହାଟପଦା ସ୍ଥିତ ଘରେ, ମୁରିବାହାଲ ରେଞ୍ଜ କାର୍ଯ୍ୟାଳୟ ଓ ବେଲପଦର ଫାର୍ମ ହାଉସରେ ଚଢାଉ ଚାଲିଛି। ନଗଦ ଟଙ୍କା, ବ୍ୟାଙ୍କ, ବୀମା କାଗଜପତ୍ର ଯାଞ୍ଚ ସହ ଚଢାଉ ଜାରି ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories