ଟ୍ରମ୍ପ-ଟାରିଫ୍-ଟେନ୍ସନ୍ ; ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଆମେରିକା ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିବା ପରେ ଭାରତ-ଆମେରିକା ମଧ୍ୟରେ ଲାଗି ରହିଛି ତିକ୍ତତା । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଗସ୍ତ କରି ପାରନ୍ତି ବୋଲି ସୂଚନା ମିଳିଛି । ଆସନ୍ତା ମାସରେ ମୋଦୀ ଆମେରିକା ଗସ୍ତ କରି ପାରନ୍ତି । ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ କରିବାର କାରଣ ଜାତିସଂଘ ସାଧାରଣ ସଭା(ୟୁଏନଜିଏ)ରେ ଅଂଶଗ୍ରହଣ କରିବା । ତେବେ ଏହି ସମୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ … Continue reading ଟ୍ରମ୍ପ-ଟାରିଫ୍-ଟେନ୍ସନ୍ ; ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed