ପ୍ରଧାନମନ୍ତ୍ରୀଙ୍କ ଗସ୍ତ; ରାଜଧାନୀରେ ଦ୍ୱିତୀୟାର୍ଦ୍ଧରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ, ଜାଣନ୍ତୁ ୩ଟାରୁ ୬ଟା କ’ଣ ରହିବ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର : ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜୁନ୍‌ ୨୦ ତାରିଖରେ ଭୁବନେଶ୍ୱର ଜନତା ମଇଦାନ ଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଆୟୋଜନ କରାଯାଇଛି । ଆଜି କାର୍ଯ୍ୟକ୍ରମର ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅର୍ଥାତ୍‌ ଜୁନ୍‌ ୨୦ ତାରିଖରେ ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ପ୍ରଧାନମନ୍ତ୍ରୀଙ୍କ … Continue reading ପ୍ରଧାନମନ୍ତ୍ରୀଙ୍କ ଗସ୍ତ; ରାଜଧାନୀରେ ଦ୍ୱିତୀୟାର୍ଦ୍ଧରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ, ଜାଣନ୍ତୁ ୩ଟାରୁ ୬ଟା କ’ଣ ରହିବ ଟ୍ରାଫିକ୍‌ କଟକଣା