www.samajalive.in
Monday, December 15, 2025
16.1 C
Bhubaneswar

ଆଜି ଠାରୁ ଦିଲ୍ଲୀରେ ରେଖା ରାଜ୍‌ ; ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ନୂଆଦିଲ୍ଲୀ : ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି ରେଖା ଗୁପ୍ତା। ରାମଲୀଳା ମୈଦାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମନ୍ତ୍ରୀପରିଷଦର ଅନ୍ୟ ସଦସ୍ୟ ମଧ୍ୟ ଉପସ୍ଥିତ ରହିଛନ୍ତି । ଏହାସହ ଏନ୍‌ଡିଏ ଶାସିତ ବିିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିଛନ୍ତି । ଦିଲ୍ଲୀ ବିଜେପି ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ଉପସ୍ଥିତ ରହିଛନ୍ତି । ଦିଲ୍ଲୀର ୪ର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଶପଥ ଗ୍ରହଣ କରିଛନ୍ତି । ରେଖାଙ୍କୁ ପଦ ଗୋପନୀୟତାର ଶପଥ ପାଠ ଉପରାଜ୍ୟପାଳ କରାଇଛନ୍ତି।

ମହାଶିବରାତ୍ରୀରୁ ଭାଗ୍ୟଶାଳୀ ହେବେ ପ୍ରଭୁ ଶିବଶଙ୍କରଙ୍କ ପ୍ରିୟ ଏହି ରାଶି: ମିଳିବ ଧନ, ଦୂର ହେବ ଚିନ୍ତା..

Hot this week

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

Related Articles

Popular Categories