www.samajalive.in
Sunday, December 14, 2025
17.1 C
Bhubaneswar

କୁମେଲସିଂହା ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳିତ

ରେଙ୍ଗାଲିକେମ୍ପ: ଅତାବିରା ବ୍ଲକ ଅନ୍ତର୍ଗତ କୁମେଲସିଂହା ଦଧିବାମନ ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଦଳପତି ଙ୍କ ତତ୍ବାବଧାନରେ ଛାତ୍ରଛାତ୍ରୀମାନେ ନିଜେ ସମସ୍ତ ଦାୟିତ୍ଵ ନେଇ ଏହି ଗୁରୁ ପୂଜନ କରିଥିଲେ। ଛlତ୍ରଛାତ୍ରୀମାନେ ଗୁରୁ ଓ ଶିଷ୍ୟ ସମ୍ପର୍କରେ ତଥା ଛାତ୍ର ମାନଙ୍କ ଚରିତ୍ର ଗଠନରେ ଗୁରୁ ହିଁ ପ୍ରଥମ ମାର୍ଗ ଦର୍ଶକ ବୋଲି କହିଥିଲେ।

ବ୍ଲକ ର ସମସ୍ତ ଶିକ୍ଷାନୁଷ୍ଠାନରେ ମଧ୍ୟ ଗୁରୁଦିବସ ପାଳିତ ହୋଇଯାଇଛି। ଅନେକ ବିଦ୍ୟାଳୟରେ ଗୁରୁ ଦିବସ ଲାଗି ବକ୍ତୃତା, ଗୀତ ଓ ନୃତ୍ୟ ଆଦି ପ୍ରତିଯୋଗିତା କରାଯାଇଥିଲା। କୃତି ପ୍ରତି ଯୋଗୀଙ୍କ ପୁରକୃତ ମଧ୍ୟ କରାଯାଇଥିଲା।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories