www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟ ଯୁବକଲ୍ୟାଣ ପରିଷଦ ପକ୍ଷରୁ ରକ୍ତଦାନ ଶିବିର, ୧୦୦ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ୱର: ସ୍ୱାମୀ ବିବେକାନନ୍ଦଙ୍କ ୧୫୮ତମ ଜୟନ୍ତୀ ଏବଂ ଜାତୀୟ ଯୁବ ଦିବସ ଉପଲକ୍ଷେ ରାଜ୍ୟ ଯୁବକଲ୍ୟାଣ ପରିଷଦ ଏବଂ ରାଜ୍ୟ ରକ୍ତ ସଂଚାଳନ ପରିଷଦର ମିଳିତ ସହଯୋଗରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ଶିବିରରେ ମୋଟ ୧୦୦ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା।

 

- Advertisement -

ବିଜୁ ପଟ୍ଟନାୟକ ରାଜ୍ୟ ଯୁବକଲ୍ୟାଣ ଭବନ ପରିସରରେ ଆୟୋଜିତ ଏହି ଶିବିରକୁ ଇଲେକ୍‌ଟ୍ରୋନିକ୍ସ, ସୂଚନାପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଯୁବକଲ୍ୟାଣ ପରିଷଦର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ବିଜୟ କୁମାର ନାୟକ, ହକି ପ୍ରମୋସନ କାଉନ୍‌ସିଲର ଅଧ୍ୟକ୍ଷ ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ, ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଡ. ମିନତୀ ବେହେରା, କ୍ରୀଡ଼ା ବିଭାଗ ଉପଶାସନ ସଚିବ ବିଜୟାନନ୍ଦ ନାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସମେତ କ୍ରୀଡ଼ା ଓ ଯୁବସେବା ବିଭାଗ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories