www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବତନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୁପ୍ରିମ ଝଟକା

ନୂଆଦିଲ୍ଲୀ : ପୂର୍ବତନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୁପ୍ରିମଙ୍କ ଝଟକା। ସିସୋଦିଆଙ୍କ ଜାମିନ୍‌‌ ଆବେଦନ ଆଜି ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଦିଲ୍ଲୀ ଅବକାରୀ ସ୍କାମ ମାମଲାରେ ସିସୋଦିଆଙ୍କ ଜାମିନ୍‌‌ ଆବେଦନ ଖାରଜ ହୋଇଛି। ୬ ରୁ ୮ ମାସ ମଧ୍ୟରେ ଶୁଣାଣି ସାରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣିରେ ବିଳମ୍ବ ହେଲେ ସାନି ଜାମିନ୍‌‌ ଆବେଦନ କରିପାରିବେ ବୋଲି ମଧ୍ୟ ନିର୍ଦ୍ଦେଶ ହୋଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories