www.samajalive.in
Saturday, December 6, 2025
23.1 C
Bhubaneswar

୫ଟା ସୁଦ୍ଧା ମୁଖ୍ୟ ଖବର

-‘ଉତ୍ସବ’ ଆପକୁ ନେଇ ପୁରୀ ପୁଲିସର ମତ ଲୋଡିଲା ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ଥାନା ପକ୍ଷରୁ ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି । ମନ୍ଦିର ପ୍ରଶାସନର ରିପୋର୍ଟ ମିଳିବା ପରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ …..

-ରୁଷ୍‌ : ଭ୍ଲାଦିମିର ପୁଟିନଙ୍କ ବିରୋଧରେ ତେଜୁଛି ବିଦ୍ରୋହ…..

- Advertisement -

-ଗୁଜରାଟରେ ଖୋଲିବ ଗ୍ଲୋବାଲ ଫିଣ୍ଟେକ ଅପରେସନ ସେଣ୍ଟର । ବହୁରାଷ୍ଟ୍ରୀୟ ଟେକ୍ନୋଲୋଜି କମ୍ପାନୀ ଗୁଗୁଲ ଗୁଜରାଟର ଅନ୍ତର୍ଜାତୀୟ ଫାଇନାନ୍ସ ଟେକ(ଗିଫ୍ଟ) ସିଟିରେ ଏହାର ଗ୍ଲୋବାଲ ଫିଣ୍ଟେକ ଅପରେସନ ସେଣ୍ଟର ପ୍ରତିଷ୍ଠା କରିବାକୁ ପିଚାଇଙ୍କ ଘୋଷଣା…

-ପ୍ରାକୃତିକ ଦୁର୍ବିପାକ କମିଟି ବୈଠକ : ୨୪ ଘଣ୍ଟା କାର୍ଯ୍ୟ କରିବ ଜିଲାସ୍ତରୀୟ ବିଭାଗୀୟ କଣ୍ଟ୍ରୋଲ ରୁମ…..

-ଭୁବନେଶ୍ବର ସ୍ପେସାଲ କୋର୍ଟଙ୍କ ରାୟ : ପତ୍ନୀ ହତ୍ୟା ମାମଲାରେ ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ : ୧୯୯୫ ମସିହାରେ ପତ୍ନୀଙ୍କ ମୃତ୍ୟୁ ହୋଇଥିଲା। ଖାରବେଳନଗରସ୍ଥିତ ଘରୁ ପତ୍ନୀଙ୍କ ପୋଡ଼ା ମୃତ ଦେହ ଉଦ୍ଧାର ହୋଇଥିଲା। ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ ଆଧାରରେ ଦୋଷୀ ସାବ୍ୟସ୍ତ…….

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories