www.samajalive.in
Saturday, December 6, 2025
23.1 C
Bhubaneswar

ବିଲକିସ୍‌‌ ବାନୋ ମାମଲା ; ଦୋଷୀଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ବିଲକିସ୍‌‌ ବାନୋ ମାମଲାରେ ଶୁକ୍ରବାର ଦୋଷୀଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଝଟ୍‌‌କା ମିଳିଛିା ପୁଲିସଙ୍କ ନିକଟରେ ଆତ୍ମସମର୍ପଣ କରିବାକୁ ୯ ଦୋଷୀ କରିଥିବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ପୂର୍ବ ରାୟ ଅନୁଯାୟୀ, ଜାନୁଆରୀ ୨୧ ସୁଦ୍ଧା ଦୋଷୀମାନେ ପୁଲିସ ନିକଟରେ ଆତ୍ମସମର୍ପଣ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
ସୂଚନା ଯୋଗ୍ୟ, ୨୦୦୨ ଗୁଜୁରାଟ ଦଙ୍ଗା ସମୟରେ ବିଲକିସ୍ ବାନୋଙ୍କ ସହ ଗଣଦୁଷ୍କର୍ମ ଏବଂ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ଜାନୁଆରୀ ୮ରେ ଗୁଜୁରାଟ ସରକାର ଏହି ମାମଲାରେ ୧୧ ଜଣ ଦୋଷୀଙ୍କୁ କ୍ଷମା ଦେବା ନିଷ୍ପତ୍ତିକୁ ଖଣ୍ଡନ କରି ସୁପ୍ରିମକୋର୍ଟ କହିଥିଲେ ଯେ ଗୁଜୁରାଟ ସରକାରଙ୍କ କ୍ଷମା ଦେବା ନିଷ୍ପତ୍ତି ବିବେକାନୁମୋଦିତ ନୁହେଁ। ଦୁଇ ସପ୍ତାହ ମଧ୍ୟରେ ଜେଲ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିବାକୁ କୋର୍ଟ ଦୋଷୀମାନଙ୍କୁ କହିଥିଲେ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories