www.samajalive.in
Saturday, December 6, 2025
26.1 C
Bhubaneswar

ଭିଡିଓରେ ଦେଖନ୍ତୁ ଛାତିଥରା ଦୃଶ୍ୟ ; ବୃଦ୍ଧଙ୍କୁ ଉଠାଇ କଚାଡି ଦେଲା ଷଣ୍ଢ..

ନୂଆଦିଲ୍ଲୀ : ନିକଟରେ ସୋସିଆଲ ମିଡିଆରେ ଏକ ଛାତିଥରା ଭିଡିଓ ଖୁବ୍‌ ଭାଇରାଲ୍‌ ହେଉଛି । ଭିଡିଓରେ ଜଣେ ବୃଦ୍ଧଙ୍କୁ ହଠାତ୍‌ ଏକ ଷଣ୍ଢ ଆକ୍ରମଣ କରୁଛି । ଭିଡିଓ ଦେଖି ଲୋକେ ଭୟଭୀତ ସହ ଆଶ୍ଚର୍ଯ୍ୟ ଚକିତ ହୋଇଛନ୍ତି । ଭିଡିଓରେ ଦେଖିପାରିବେ, ଜଣେ ବୃଦ୍ଧ ରାସ୍ତାରେ ଏକ ସାହାରା ବାଡି ଧରି ରାସ୍ତାରେ ଚାଲି କରି ଯାଉଛନ୍ତି ।

- Advertisement -

ହଠାତ୍‌ ସେହି ସମୟରେ ଏକ ଷଣ୍ଢ ପଛପଟୁ ଆସି ତାଙ୍କୁ ଆକ୍ରମଣ କରୁଛି । ବୃଦ୍ଧଙ୍କୁ ଶିଙ୍ଗରେ ଉଠାଇ ତଳେ କଚାଡି ଦେଉଛି । ବୃଦ୍ଧ ଜଣକ ତଳେ ପଡି ଯାଉଛନ୍ତି । ସେ ଗୁରୁତର ହୋଇଥିବା ସନ୍ଦେହ କରାଯାଉଛି । ଭିଡିଓକୁ ଦେଖି ଲୋକେ ଭିନ୍ନ ଭିନ୍ନ ମତ ଦେଉଛନ୍ତି ।

ଚଳନ୍ତା ଟ୍ରେନରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ରେଳ କର୍ମଚାରୀଙ୍କୁ ପିଟି ପିଟି ହତ୍ୟା..

ସୂର୍ଯ୍ୟ,ବୁଧଙ୍କ ରାଶି ପରିବର୍ତ୍ତନ; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ସବୁ ଇଚ୍ଛା ହେବ ପୂରଣ..

ରାଜଧାନୀରେ ଚାଞ୍ଚଲ୍ୟ; ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁ ଫେରାର୍‌..

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories