www.samajalive.in
Friday, December 12, 2025
14.1 C
Bhubaneswar

ବିଶ୍ଵକପ୍‌ ଫାଇନାଲ: ଟସ୍‌ ଜିତି ନ୍ୟୁଜିଲାଣ୍ଡର ବ୍ୟାଟିଂ ନିଷ୍ପତ୍ତି

ଲଣ୍ଡନ: ଚଳିତ କ୍ରିକେଟ ବିଶ୍ଵକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ଲର୍ଡ୍ସ ଷ୍ଟାଡିୟମରେ ଫାଇନାଲ ମ୍ୟାଚ ଆରମ୍ଭ ହୋଇଛି। ଏଥିରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି।

ଲିଗ୍‌ ମ୍ୟାଚରେ ପଏଣ୍ଟ ଟେବୁଲରେ ୩ୟ ଏବଂ ୪ର୍ଥ ସ୍ଥାନରେ ଥିବା ଦୁଇ ଟିମ୍‌ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ଫାଇନାଲକୁ ପ୍ରବେଶ କରିଥିଲେ। ନ୍ୟୁଜିଲାଣ୍ଡ ପ୍ରଥମ ସେମି ଫାଇନାଲରେ ଟିମ୍‌ ଇଣ୍ଡିଆ ଏବଂ ଇଂଲଣ୍ଡ ୨ୟ ସେମି ଫାଇନାଲରେ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପହଞ୍ଚିଥିଲା। ଅଷ୍ଟ୍ରେଲିଆ ୫ଥର ବିଶ୍ଵକପ୍‌ ଚାମ୍ପିୟନ ହୋଇଥିଲାବେଳେ ଭାରତ ୨ଥର ବିଶ୍ଵକପ୍‌ ଜିତିଛି। ତେବେ ନ୍ୟୁଜିଲାଣ୍ଡ କିମ୍ବା ଇଂଲଣ୍ଡ କୌଣସି ଥର ବିଶ୍ଵକପ ଜିତି ନାହାନ୍ତି। ତେଣୁ ଚଳିତ ବିଶ୍ଵକପରେ ଏକ ନୂଆ ଟିମ୍‌ ଚାମ୍ପିୟନ ଆଖ୍ୟା ଅର୍ଜନ କରିବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories