www.samajalive.in
Wednesday, December 10, 2025
16.1 C
Bhubaneswar

ନିଲମ୍ବିତ ବିଡିଓଙ୍କ ପୁନଃ ନିଯୁକ୍ତି ଦାବିରେ ଜାତୀୟ ରାଜପଥ ଅବରୋଧ

ହରଭଙ୍ଗା: ବେନିୟମ ଭାବେ ନିଲମ୍ବିତ କରାଯାଇଥିବା ହରଭଙ୍ଗା ବିଡିଓଙ୍କ ପୁନଃ ନିଯୁକ୍ତି ଦାବିରେ ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି। ଏଥିରେ ବିଭିନ୍ନ ପଂଚାୟତର ସଂରପଚ ସମିତି ସଭ୍ୟ ସାମିଲ ହୋଇଛନ୍ତି। ଅନପଟେ ବ୍ଳକ ର ସମସ୍ତ ସରକାରୀ କମଚାରୀଙ୍କ କଲମଛାଡ ଆନ୍ଦୋଳନ ଜାରି ରଖିଛନ୍ତି।

Hot this week

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

Related Articles

Popular Categories