www.samajalive.in
Monday, December 8, 2025
27.1 C
Bhubaneswar

ଓଡିଶା ମହିଳା ଆତ୍ମହତ୍ୟା ଘଟଣାରେ ରିପୋର୍ଟ ତଲବ କଲେ ମାନବାଧିକାର ଆୟୋଗ

ଡେସ୍କ: ତେଲେଙ୍ଗାନାର ହାଇଦ୍ରାବାଦର ରାଇଦୁର୍ଗମ୍ ଅଞ୍ଚଳରେ ଚଳିତ ମାସ ୨୭ ତାରିଖରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ନେଇ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଜାତୀୟ ମାନବାଧିକାର ଆୟୋଗ ନିଜଆଡୁ ମାମଲା ଭାବେ ଗ୍ରହଣ କରିଛନ୍ତି। ଆୟୋଗ ମୁଖ୍ୟ ଶାସନ ସଚିବ ଏବଂ ତେଲେଙ୍ଗାନା ପୋଲିସ ମହାନିର୍ଦ୍ଦେଶକଙ୍କୁ ନୋଟିସ ଜାରି କରି ଦୁଇ ସପ୍ତାହ ମଧ୍ୟରେ ଏହି ମାମଲାରେ ରୁଜୁ ହୋଇଥିବା ଏଫଆଇଆରର ସ୍ଥିତି ସମେତ ବିସ୍ତୃତ ରିପୋର୍ଟ ମାଗିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଓଡ଼ିଶାର ୨୫ ବର୍ଷୀୟା ପୀଡ଼ିତା ଯୌନ ନିର୍ଯାତନାରୁ ବର୍ତ୍ତିବା ପାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ଏବଂ ପୀଡ଼ିତାଙ୍କୁ ଦଲାଲଙ୍କ ଜରିଆରେ ସରୋଗେସି ପାଇଁ ସହରକୁ ଅଣାଯାଇଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories