ତାମିଲନାଡୁ ବିଷାକ୍ତ ମଦ ମୃତ୍ୟୁ ଘଟଣା, ନିଜ ଆଡୁ ମାମଲା ରୁଜ୍ଜୁ କରି ରିପୋର୍ଟ ମାଗିଲେ ଜାତୀୟ ମାନବାଧିକାର ଆୟୋଗ
ଡେସ୍କ: ତାମିଲନାଡୁର କଲ୍ଲାକୁରିଚି ଜିଲ୍ଲାରେ ବିଷାକ୍ତ ମଦ ପିଇ ଲୋକଙ୍କ ମୃତ୍ୟୁ ନେଇ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଜାତୀୟ ମାନବାଧିକାର ଆୟୋଗ ସ୍ୱତଃସ୍ପୃତ ଭାବେ ଗ୍ରହଣ କରିଛନ୍ତି। ଏହି ବିଷାକ୍ତ ମଦ ମୃତ୍ୟୁ ଘଟଣାରେ ଏ ପର୍ଯ୍ୟନ୍ତ ୩୮ ଜଣଙ୍କ ମୃତ୍ୟୁ ଘଟିଛି। ମହିଳାଙ୍କ ସମେତ ବହୁ ସଂଖ୍ୟକ ଲୋକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏ ସଂକ୍ରାନ୍ତରେ ଗଣମାଧ୍ୟମରେ ପ୍ରକାଶିତ ଏକ ରିପୋର୍ଟକୁ ଉଲ୍ଲେଖ କରି ଏନଏଚଆରସି … Continue reading ତାମିଲନାଡୁ ବିଷାକ୍ତ ମଦ ମୃତ୍ୟୁ ଘଟଣା, ନିଜ ଆଡୁ ମାମଲା ରୁଜ୍ଜୁ କରି ରିପୋର୍ଟ ମାଗିଲେ ଜାତୀୟ ମାନବାଧିକାର ଆୟୋଗ
Copy and paste this URL into your WordPress site to embed
Copy and paste this code into your site to embed