www.samajalive.in
Sunday, December 14, 2025
26.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲା ବିୟୁଟି ପାର୍ଲର

ଭୁବନେଶ୍ବର : ଅଗ୍ନିକାଣ୍ଡରେ ଜଳିଗଲା ବିୟୁଟି ପାର୍ଲର । ଭୁବନେଶ୍ବର ଜାଗମରାରେ ଏକ ବିୟୁଟି ପାର୍ଲରରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । କିନ୍ତୁ ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories