ପାଟଣା : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଚେମେଣା ୟୁକାଲିପଟାସ ଜଙ୍ଗଲରେ ମଙ୍ଗଳବାର ସନ୍ଧ୍ୟାରେ ନିଆଁ ଲାଗି ଅନେକ ଗଛ ଜଳିପୋଡି ନଷ୍ଟ ହୋଇଯାଇଛି। ଜଙ୍ଗଲରେ କେହି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଥିବା ବେଳେ ଖବର ପାଇ ଖିରେଇଟାଙ୍ଗିରୀ ବନପାଳ ପୂର୍ଣ୍ଣଚନ୍ଦ୍ର ମହାନ୍ତଙ୍କ ସହ ବନ କର୍ମଚାରୀମାନେ ପହଁଞ୍ଚି ନିଆଁକୁ ଆୟତ୍ତ କରିଥିଲେ ହେଁ ଅନେକ ଗଛ ଜଳିପୋଡି ନଷ୍ଟ ହୋଇଯାଇଛି।
Popular Categories



